ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଆ ତାରକା ପ୍ରମୋଦ ଭଗତ ଚଳିତ ଚାଇନା ପାରା-ବ୍ୟାଡମିଣ୍ଟନ ଇଣ୍ଟରନ୍ୟାଶନାଲ୍ ଟୁର୍ଣ୍ଣାମେଣ୍ଟରେ ବିଜୟଧାରା ଅବ୍ୟାହତ ରଖି ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ବିଭାଗରେ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି।
ଗୁରୁବାର ଅନୁଷ୍ଠିତ ସିଙ୍ଗଲ୍ସ ପ୍ରି-କ୍ୱାର୍ଟରଫାଇନାଲରେ ପ୍ରମୋଦ ଫ୍ରାନ୍ସର ମାଥ୍ୟୁ ଥୋମାସଙ୍କୁ ସିଧାସଳଖ ୨୧-୭, ୨୨-୨୦ ଗେମରେ ପରାସ୍ତ କରିଥିଲେ। ସେହିପରି ଡବଲ୍ସରେ ସେ ନିଜ ଦେଶର ମନୋଜ ସରକାରଙ୍କ ସହ ମିଶି ଚାଇନା ଯୋଡ଼ି ଜିଆୟୁ ଚେନ୍ ଓ ୟୁୟାଙ୍ଗ ଗାଓଙ୍କକୁ ୨୧-୭, ୧୪-୨୧, ୨୧-୧୫ ଗେମରେ ହରାଇ ଅନ୍ତିମ-୮ରେ ସ୍ଥାନ ପକ୍କା କରିଛନ୍ତି। ଆସନ୍ତାକାଲି ପ୍ରମୋଦ ଉଭୟ ସିଙ୍ଗଲ୍ସ ଓ ଡବଲ୍ସ କ୍ୱାର୍ଟରଫାଇନାଲ୍ ମୁକାବିଲା ଖେଳିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।
Politics
ସୋରେନ ପରିବାରର ୩ ଜଣ ଜିତିଲେ, କିନ୍ତୁ ବିଜେପିରୁ ଲଢ଼ୁଥିବା ବଡ଼ ଭାଉଜ ହାରିଲେ
ଜେଏମଏମରୁ ବାହାରି ବିଜେପି ଟିକେଟରେ ଲଢ଼ୁଥିବା ହେମନ୍ତଙ୍କ ବଡ଼ ଭାଉଜ ଗୀତା ସୋରେନ ପରିବାରର ଏକମାତ୍ର ସଦସ୍ୟ ଭାବେ ପରାସ୍ତ ହୋଇଛନ୍ତି।
Politics
ଜିତିଲେ ରାଜ୍ୟପାଳଙ୍କ ବୋହୂ, ହାରିଲେ ଓଡ଼ିଶାର କଂଗ୍ରେସ ପ୍ରଭାରୀ
ପୂର୍ଣ୍ଣିମା ୧,୦୭,୧୯୧ ଖଣ୍ଡ ଭୋଟ ପାଇଥିବା ବେଳେ ଅଜୟ କୁମାରଙ୍କୁ ୬୪,୩୨୦ ଖଣ୍ଡ ଭୋଟ ମିଳିଛି।
National
ବାପା ହାରିଲେ, ଝିଅ ଜିତିଲେ
ମହାରାଷ୍ଟ୍ରରେ ୨୮୮ଟି ଆସନରୁ ବିଜେପି ମେଣ୍ଟ ୨୩୪ଟି ବିଜୟ ଲାଭ କରୁଥିବା ସ୍ପଷ୍ଟ ହେଉଛି। ଏହି ମେଣ୍ଟ ୨୨୦ଟି ଆସନରେ ବିଜୟୀ ହୋଇସାରିଥିବା ବେଳେ ୧୪ଟିରେ ଆଗରେ ରହିଛି।
Politics
୭ମ ଥର ପାଇଁ ସଢ଼େଇକଳାରୁ ଜିତିଲେ ଚମ୍ପାଇ ସୋରେନ
ଚମ୍ପାଇ ସୋରେନ ନିର୍ବାଚନର ଠିକ ପୂର୍ବରୁ ବିଜେପିରେ ସାମିଲ ହୋଇଥିଲେ। ତା’ ପୂର୍ବରୁ ସେ ବିଜେପିର ପ୍ରବଳ ବିରୋଧୀ ଥିଲେ।