ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଇଣ୍ଡୋନେସିଆର ଜାକର୍ତ୍ତାରେ ଚାଲିଥିବା ପାରା ଏସିଆନ୍ ଗେମ୍ସରେ ଓଡ଼ିଆ ପୁଅ ପ୍ରମୋଦ ଭଗତଙ୍କୁ ବ୍ୟାଡମିଣ୍ଟନ୍ ପୁରୁଷ ସିଙ୍ଗଲ୍ସରେ ସ୍ୱର୍ଣ୍ଣ ପଦକ ମିଳିଛି।
ଫାଇନାଲରେ ସେ ଇଣ୍ଡୋନେସିଆର ଉକୁନ ରୁକାଏନ୍ଦିଙ୍କୁ ହରାଇ ସ୍ୱର୍ଣ୍ଣ ପଦକ ଜିତିଛନ୍ତି।
ଶୁକ୍ରବାର ଖେଳା ଯାଇଥିବା ପୁରୁଷ ସିଙ୍ଗଲ୍ସ ସେମି ଫାଇନାଲ୍ରେ ସେ ଭିଏତ୍ନାମର ତ୍ରିନ୍ ନ ତୁଆନ୍ଙ୍କୁ ହରାଇ ଫାଇନାଲ୍ରେ ପହଞ୍ଚିଥିଲେ।
ସିଙ୍ଗଲ୍ସରେ ସ୍ୱର୍ଣ୍ଣ ପଦକ ପାଇଥିବା ପ୍ରମୋଦ ପୁରୁଷ ଯୁଗଳର ସେମି ଫାଇନାଲ୍ରେ ହାରି କାଂସ୍ୟ ପଦକରେ ସନ୍ତୁଷ୍ଟ ହୋଇଥିଲେ।
ଏହା ପୂର୍ବରୁ ଓଡ଼ିଆ ଝିଅ ଜୟନ୍ତୀ ବେହେରା ୨୦୦ ମିଟର ଦୌଡ଼ରେ କାଂସ୍ୟ ଓ ୪୦୦ ମିଟରରେ ରୌପ୍ୟ ଜିତି ରାଜ୍ୟ ପାଇଁ ଗୌରବ ଆଣିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଚୋରି ବିଦ୍ୟା ପାଇଁ ଖୋଲିଥିଲା ସ୍କୁଲ! ତାଲିମ ପରେ ଦିଆଯାଉଥିଲା ଚାକିରି, ମିଳୁଥିଲା ଦରମା
ଚୋରିରେ ଯିଏ ଯେତେ ସଫଳତା ହାସଲ କରୁଥିଲେ, ସେହି ଅନୁସାରେ ତାଙ୍କ ଦରମା ବୃଦ୍ଧି ବି ହେଉଥିଲା। ଏପରି ଗୋଟିଏ ମୋବାଇଲ ଚୋରି ଗ୍ୟାଙ୍ଗର ପର୍ଦ୍ଦାଫାସ ହୋଇଛି।
National
କ୍ଲାସ୍ ରୁମ୍ରେ ପର୍ଣ୍ଣ ଫିଲ୍ମ ଦେଖୁଥିଲେ ଶିକ୍ଷକ, ଧରାପଡ଼ିବାରୁ ଛାତ୍ରଙ୍କୁ ନିର୍ଧୁମ ପିଟିଲେ
ପୁଲିସ ଅଭିଯୁକ୍ତ ଶିକ୍ଷକଙ୍କୁ ଗିରଫ କରି ପଚରାଉଚରା ଜାରି ରଖିଛି।
National
ଗଞ୍ଜେଇ ସହ ଧରାପଡ଼ିଲେ ବିଧାୟିକାଙ୍କ ପୁଅ, ଅଭିଯୋଗକୁ ଖଣ୍ଡନ କଲେ ମା'
ଥାକଜୀ ବ୍ରିଜ ତଳୁ ଏକ ଗୋଷ୍ଠୀର ସଦସ୍ୟଙ୍କ ଠାରୁ ଗଞ୍ଜେଇ ଜବତ ହୋଇଥିଲା। ଏହି ମାମଲାରେ ସିପିଏମ୍ ବିଧାୟିକା ୟୁ ପ୍ରତିଭାଙ୍କ ପୁଅ ସମେତ ୯ ଜଣଙ୍କୁ ଗିରଫ କରାଯାଇଥିଲା।
National
ଜହ୍ଲାଦ ପାଲଟିଲା ସ୍ୱାମୀ, ତୃତୀୟ ଝିଅ ଜନ୍ମ ହେବାରୁ ସ୍ତ୍ରୀକୁ ଜୀଅନ୍ତା ଜାଳିଦେଲା
ପୁଲିସ ଏକ ହତ୍ୟା ମାମଲା ରୁଜୁ କରି ଅଭିଯୁକ୍ତ ସ୍ୱାମୀକୁ ଗିରଫ କରିଛି।
National
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବିଶ୍ୱ ଚେସ୍ ଚାମ୍ପିଅନ୍ ଡି. ଗୁକେଶ
ମୋଦିଙ୍କୁ ନିଜ ବିଶ୍ୱ ଚେସ୍ ଚାମ୍ପିଅନସିପ୍ ମେଡାଲ୍ ଦେଖାଇବା ସହିତ, ସେ ଜିତିଥିବା ମ୍ୟାଚର ଅରିଜିନାଲ୍ ଚେସବୋର୍ଡ ପ୍ରଧାନମନ୍ତ୍ରୀଙ୍କୁ ଉପହାର ଦେଇଛନ୍ତି ଗୁକେଶ।