ଭୁବନେଶ୍ୱର: ପ୍ରଥମ ଶ୍ରେଣୀ କ୍ରିକେଟ ଉପରେ ପ୍ରାଧାନ୍ୟ ଦେଇ ଜାତୀୟ ଚୟନକର୍ତ୍ତାଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି କ୍ରିକେଟର ପ୍ରଜ୍ଞାନ ଓଝା। ଭୁବନେଶ୍ୱର ମାରୁତି ଇେଷ୍ଟଟ୍ ସହିଦ ସ୍ପୋର୍ଟିଙ୍ଗ ‘କ୍ରିକେଟର ଅଫ୍ ଦି ଇୟର’ ପୁରସ୍କାର ବିତରଣ ଉତ୍ସବରେ ଯୋଗ ଦେବା ଅବସରରେ ଏହା କହିଛନ୍ତି ପ୍ରଜ୍ଞାନ। ସନ୍ଦେହାତ୍ମକ ବୋଲିଂ ଆକ୍ସନ ପାଇଁ ଜାତୀୟ ଦଳରୁ ବାଦ ପଡ଼ିଥିଲେ ପ୍ରଜ୍ଞାନ । ମାତ୍ର ଚେନ୍ନାଇରେ ସେ ନିଜ ତ୍ରୁଟିକୁ ସୁଧାରି ଗ୍ରୀନ୍ ସିଗନାଲ୍ ପାଇଛନ୍ତି। ଟିମ୍ ଇଣ୍ଡିଆକୁ ଫେରିବା ପାଇଁ ଯାହା ସବୁ ପ୍ରସ୍ତୁତିର ଆବଶ୍ୟକତା ରହିଛି ସେ ଦିଗରେ ସେ ଫୋକସ କରିବେ ବୋଲି ପ୍ରଜ୍ଞାନ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।
National
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ
ଗୁରୁପ୍ରୀତଙ୍କ ମୁଣ୍ଡରେ ଗୁଳି ବାଜିଛି। ତେବେ କାହିଁକି ଗୁଳି ଫୁଟାଇଲେ ତାହା ଅସ୍ପଷ୍ଟ ରହିଛି।
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।