ଭୁବନେଶ୍ୱର: ରାଜ୍ୟରେ ଫୁଟବଲ୍ କ୍ରୀଡ଼ାକୁ ଲୋକପ୍ରିୟ କରିବା ସହ କ୍ରୀଡ଼ା କ୍ଷେତ୍ରରେ ଭିତ୍ତିଭୂମି ବିକାଶ ନେଇ ଉଦ୍ୟମ ଜାରି ରହିଛି। ରାଜ୍ୟର ପ୍ରତି ପଞ୍ଚାୟତରେ ୫ଲକ୍ଷ ଟଙ୍କା ବିନିମୟରେ ଏକ ମିନି ଷ୍ଟାଡ଼ିୟମ୍ ନିର୍ମାଣ କରାଯିବ। ଆଗକୁ ବ୍ଲକ ସ୍ତରରେ ମଧ୍ୟ ଷ୍ଟାଡ଼ିୟମ ନିର୍ମାଣ କରାଯିବ। ଏଥିପାଇଁ ୨୫ଲକ୍ଷ ଟଙ୍କ। ପ୍ରଦାନ କରାଯିବ। ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ପକ୍ଷରୁ ଏଥିପାଇଁ ୨୦ଲକ୍ଷ ଟଙ୍କ। ଏବଂ ବିଧାୟକ ଓ ସାଂସଦ ପାଣ୍ଠିରୁ ୫ ଲକ୍ଷ ଟଙ୍କା ପ୍ରଦାନ କରାଯିବ ବୋଲି ଶନିବାର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ସୁଦାମ ମାରାଣ୍ଡି ବିଧାନସଭାରେ କହିଛନ୍ତି । ସେହିପରି କ୍ରୀଡ଼ା କ୍ଷେତ୍ରରେ ପ୍ରୋତ୍ସାହନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ଆର୍ଥିକ ପୁରସ୍କାରର ବ୍ୟବସ୍ଥା ରହିଛି ବୋଲି ମନ୍ତ୍ରୀ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।