କଟକ: କଟକ ବୋଷ୍ ଖେଳ ପଡ଼ିଆରେ ୧୧ତମ ପି.ଭି.ଆର. ମୂର୍ତ୍ତି ଇଣ୍ଟର ସ୍କୁଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ୍ ଆଜି ଉଦ୍ଘାଟିତ ହୋଇଛି। ୟୁନିୟନ୍ ସ୍ପୋର୍ଟିଙ୍ଗ୍ କ୍ଲବ୍ ପକ୍ଷରୁ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟରେ କଟକ ଓ ଭୁବନେଶ୍ୱରର ୧୬ ଗୋଟି ସ୍କୁଲ୍ ଅଂଶଗ୍ରହଣ କରିଛନ୍ତି। ଲିଗ୍ ପର୍ଯ୍ୟାୟରେ ୪ ଟି ଗ୍ରୁପ୍ ଭିତ୍ତିରେ ପ୍ରତିଦିନ ମ୍ୟାଚ୍ ଖେଳାଯିବ। ଆସନ୍ତା ୨୦ ତାରିଖରେ ଫ।ଇନାଲ ମ୍ୟାଚ୍ ଅନୁଷ୍ଠିତ ହେବ।
ଆଜି ଏହି ଟୁର୍ଣ୍ଣାମେଣ୍ଟକୁ ବୋଷ୍ ପ୍ରିନ୍ସିପାଲ ପ୍ରଦୀପ୍ତ ରଂଜନ ମହାନ୍ତି ଓ ବୋଷ୍ ଆଥେଲେଟିକ୍ ଆସୋସିଏସନ୍ର ଉପ-ସଭାପତି ସୌଭାଗ୍ୟ କିଶୋର ଦାସ ଉଦ୍ଘାଟନ କରିଥିଲେ। ଟୁର୍ଣ୍ଣାମେଣ୍ଟରେ ଯେଉଁ ଖେଳାଳି ଉତ୍ତମ ପ୍ରଦର୍ଶନ କରିବେ ସେମାନଙ୍କୁ ସ୍ୱତନ୍ତ୍ର ପ୍ରଶିକ୍ଷଣ ଦିଆଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅଡୁଆରେ ମହାୟୁତି! ଶିବସେନା କହିଲା ଉପମୁଖ୍ୟମନ୍ତ୍ରୀ ପଦ ସ୍ୱୀକାର କରିବେନି ଏକନାଥ
ମହାରାଷ୍ଟ୍ରରେ ମହାୟୁତିର ବଡ଼ ବିଜୟ ପରେ ମଧ୍ୟ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଲାଗି ରହିଛି ଛକାପଞ୍ଝା।
National
ଲାଞ୍ଚ ଅଭିଯୋଗକୁ ଆଦାନୀ ଗ୍ରୁପ୍ର ଖଣ୍ଡନ, କହିଲା- ଏହା ସମ୍ପୂର୍ଣ୍ଣ ମିଥ୍ୟା
ଆଦାନୀ ଗ୍ରୀନ ଏନର୍ଜୀ ଏକ ବୟାନ ଜାରି ଲାଞ୍ଚ ଅଭିଯୋଗକୁ ନେଇ ନିଜ ସ୍ପଷ୍ଟୀକରଣ ରଖିଛି।
National
ଟ୍ରକ୍କୁ ଧକ୍କା ଦେଲା କାର୍, ଚାଲିଗଲା ୫ ଡାକ୍ତରଙ୍କ ଜୀବନ
ଏହି ଦୁର୍ଘଟଣାରେ ୫ ଡାକ୍ତରଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।