ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଫିଫା ବିଶ୍ୱକପ କ୍ୱାର୍ଟର୍ ଫାଇନାଲ୍ରେ ଆଜି ଦୁଇଟି ହାଇଭୋଲ୍ଟେଜ୍ ମ୍ୟାଚ୍ ଖେଳାଯିବ। ୟଙ୍ଗ ବ୍ରିଗେଡ଼ ସ୍ୱିଡେନକୁ ଭେଟିବ ଶକ୍ତିଶାଳୀ ଇଂଲଣ୍ଡ। ୟୁରୋପ ମହାଦେଶର ଏହି ଦୁଇ ଦଳ ମଧ୍ୟରେ ହେବ କଡ଼ା ଟକ୍କର୍। ପୂର୍ବରୁ ନକ୍ ଆଉଟ୍ ରାଉଣ୍ଡରେ ଭଳ ପ୍ରଦର୍ଶନ କରିଥିବା ଇଂଲଣ୍ଡ ନିଜ ଆଟାକିଂ ଗେମ୍ ପାଇଁ ବେଶ୍ ଜଣାଶୁଣା। ସେହିପରି ପେନାଲ୍ଟି ଶୁଟ୍ଆଉଟ୍ରେ ଧୁରନ୍ଧର ସ୍ୱିଡେନ୍ ଉପରେ ରହିବ ନଜର। ଭାରତୀୟ ସମୟ ସଂଧ୍ୟା ସାଢ଼େ ୭ଟାରେ ଖେଳାଯିବ ଏହି ମ୍ୟାଚ୍।
ସେହିଭଳି ଖେଳାଯିବାକୁ ଥିବା ଦ୍ୱିତୀୟ ମ୍ୟାଚରେ ଆୟୋଜକ ରୁଷକୁ ଭେଟିବ କ୍ରୋଏସିଆ। ଚଳିତ ସିଜନରେ ରୁଷର ପଲା ଭାରୀ ଥିବା ବେଳେ ୟଙ୍ଗ ବାହିନୀକୁ ନେଇ ପଡ଼ିଆକୁ ଓହ୍ଲାଇବ କ୍ରୋଏସିଆ। ରାତି ୧୧ଟା ୩୦ରେ ଉଭୟଙ୍କ ମଧ୍ୟରେ ହେବ ଟକ୍କର। ଯେଉଁ ମ୍ୟାଚ୍କୁ ନେଇ ସାରା ବିଶ୍ୱର ନଜର ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Guest Column
ଧର୍ମ ଓ ବିଜ୍ଞାନର ସମନ୍ୱୟ- କୁମ୍ଭ ମେଳା
କୁମ୍ଭମେଳା କେବଳ ଶାସ୍ତ୍ର ଭିତରେ ସୀମିତ ନୁହେଁ ଏହା ଭାରତ ଓ ଭାରତ ବାହାରେ ମଧ୍ୟ ପରିଚିତ। ଅଥର୍ବ ବେଦର ଚତୁର୍ଥ ମଣ୍ଡଳର ୩୪ ସୂକ୍ତରେ ଓ ୧୯ ମଣ୍ଡଳର ୫୩ ସୂକ୍ତରେ କୁମ୍ଭ ଶବ୍ଦ ବ୍ୟବହାର କରାଯାଇଛି (ପୂର୍ଣ୍ଣ: କୁମ୍ଭୋଧୀ କାଳ ଆହିତସ୍ତ ୱେ ପଶ୍ୟାମୋ...)। ମହାଭାରତର ଅସ୍ତିକା ପର୍ବ ଓ ତୀର୍ଥ ଯାତ୍ରା ଖଣ୍ଡରେ ପ୍ରୟାଗରାଜରେ ସ୍ନାନର ମହତ୍ୱ ବର୍ଣ୍ଣନା କରାଯାଇଛି।
National
LAC ସ୍ଥିତି ସମ୍ବେଦନଶୀଳ କିନ୍ତୁ ସ୍ଥିର: ସ୍ଥଳ ସେନା ମୁଖ୍ୟ
ଗତ ବର୍ଷ କଶ୍ମୀରରେ ନିପାତ ହୋଇଥିବା ଆତଙ୍କବାଦୀଙ୍କ ମଧ୍ୟରୁ ୬୦% ପାକିସ୍ତାନୀ ବୋଲି କହିଛନ୍ତି ସ୍ଥଳ ସେନା ମୁଖ୍ୟ।
National
CAG ରିପୋର୍ଟ: ସଚ୍ଚୋଟତା ଉପରେ ସନ୍ଦେହ, ଆପ୍ ଉପରେ ବର୍ଷିଲେ ହାଇକୋର୍ଟ
ସିଏଜି ରିପୋର୍ଟକୁ ନେଇ ଦିଲ୍ଲୀ ସରକାରଙ୍କ ଉପରେ ପ୍ରଶ୍ନ ଉଠାଇଛନ୍ତି ହାଇକୋର୍ଟ।
Business
ଡଲାର ତୁଳନାରେ ସର୍ବକାଳୀନ ଦୁର୍ବଳ ସ୍ଥିତିରେ ଟଙ୍କା
ଶୁକ୍ରବାର ବଜାର ବନ୍ଦ ହେବା ବେଳକୁ ଡଲାର ତୁଳନାରେ ଟଙ୍କାର ମୂଲ୍ୟ ୧୮ ପଇସା ହ୍ରାସ ପାଇଥିଲା। ଗୋଟିଏ ଡଲାରର ମୂଲ୍ୟ ସେତେବେଳେ ୮୬.୦୪ ଟଙ୍କା ଥିଲା। ଆଜି ଏହା ପୁଣି ୩୮ ପଇସା ହ୍ରାସ ପାଇଛି।
Guest Column
ସାମ୍ବାଦିକର ସତ କହିବାର ଅଧିକାରକୁ ସୁରକ୍ଷା ଲୋଡ଼ା
ସମ୍ବିଧାନରେ ମତ ପ୍ରକାଶ କରିବାର ସ୍ୱାଧୀନତା ପ୍ରତ୍ୟେକ ନାଗରିକଙ୍କର ରହିଥିଲେ ମଧ୍ୟ ସେହି ଆଧାରରେ ଜଣେ ସାମ୍ବାଦିକ ସତ ପ୍ରକାଶ କରି ନିଜକୁ ସୁରକ୍ଷିତ ରଖିପାରିବ ନାହିଁ। ଏଥିପାଇଁ ସାରା ଦେଶରେ ଏବେ ଗୋଟିଏ ଦାବି ସାମ୍ବାଦିକମାନେ ଚାହାନ୍ତି ତାହା ହେଉଛି ସମ୍ବାଦପତ୍ର ସ୍ୱାଧୀନତା ଆଇନ୍।