ଟିମ୍‌ ଇଣ୍ଡିଆ ମୁଖ୍ୟ କୋଚ୍‌ ଦୌଡରେ ଶାସ୍ତ୍ରୀ ଆଗୁଆ

ନୂଆଦିଲ୍ଲୀ: ଭାରତୀୟ ପୁରୁଷ କ୍ରିକେଟ ଦଳର ମୁଖ୍ୟ କୋଚ୍‌ କିଏ ହେବ ସେନେଇ କଳ୍ପନା ଜଳ୍ପନା ଲାଗି ରହିଥିଲେ ମଧ୍ୟ ଏହି ଦୌଡରେ ଟିମ୍‌ ଇଣ୍ଡିଆର ପୂର୍ବତନ ଡାଇରେକ୍ଟର ରବି ଶାସ୍ତ୍ରୀ ଆଗୁଆ ରହିଛନ୍ତି। ଚୟନକର୍ତ୍ତା କମିଟିର ଅଧ୍ୟକ୍ଷ ସନ୍ଦୀପ ପାଟିଲ, ଲାଲଚାନ୍ଦ ରାଜପୁତ, ରବୀନ ସିଂହ, ବିକ୍ରମ ରାଠୋର, ଷ୍ଟୁଆର୍ଡ ଲ’, ଜେସନ୍‌ ଗିଲେସ୍ପୀ, ଦ୍ରୁତ ବୋଲର ଭେଙ୍କଟେସ ପ୍ରସାଦ ଓ ବଲିୱିନ୍ଦର ସିଂ ସାନ୍ଦୁ ପ୍ରମୁଖଙ୍କୁ ପଛରେ ପକାଇ  ତାଙ୍କ ନାଁ ଏହି ପଦବୀ ପାଇଁ ଚର୍ଚ୍ଚା ହେଉଛି।

ଚଳିତମାସ ଆରମ୍ଭରୁ ବିସିସିଆଇ ଟିମ୍‌ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଚୟନ ପାଇଁ ଆରମ୍ଭ ହୋଇଥିବା ଆବେଦନ ପକ୍ରିୟା ଆଜି ଶେଷ ହୋଇଛି।

ଆହୁରି ପଢ଼ନ୍ତୁ

ବିଏମ୍‌ଡବ୍ଲ୍ୟୁ କାର୍‌ ବିକିବାକୁ ଚାହୁଁଛନ୍ତି ଦୂତୀ ଚାନ୍ଦ, ଜାଣନ୍ତୁ କାହିଁକି?

ଯଦି ସୁନୀଲ ଗାଭାସ୍କରଙ୍କ ବାମ କାନରେ ନଥା’ନ୍ତା ସେହି ଛୋଟ ଜାଇ…

ଗାବ୍ରିଏଲ ଓ ହୋଲ୍ଡରଙ୍କ ଚମକ, ବ୍ୟାକଫୁଟ୍‌ରେ ଇଂଲଣ୍ଡ

ଏସିଆ କପ୍ ସ୍ଥଗିତ

ଭୂତ ଦେଖିଥିଲେ ସୌରଭ ଗାଙ୍ଗୁଲି!

କାହିଁକି ୫ ବର୍ଷ ପାଇଁ ଦାଦାଙ୍କୁ ଟିମ୍‌ରୁ ବାଦ ଦେଇଥିଲା ବିସିସିଆଇ

ଧୋନିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଏମିତି ଟ୍ୱିଟ୍ କଲେ ସେହୱାଗ୍ ଓ କୈଫ

ସଚିନ ଓପନ କରନ୍ତି, ହେଲେ କାହିଁକି ପ୍ରଥମ ବଲ୍‌ ଷ୍ଟ୍ରାଇକ୍‌ କରନ୍ତି ନାହିଁ? ଗୁମର ଖୋଲିଲେ ଦାଦା

‘ଜଣେ କାହା ସହିତ କୌଣସି ସମୟରେ ପ୍ରେମରେ ପଡ଼ିପାରେ’

ବରିଷ୍ଠ ଖେଳାଳିଙ୍କୁ ଜେରା ପରେ ୨୦୧୧ ବିଶ୍ୱକପ୍ ଫିକ୍ସିଂ ଅଭିଯୋଗର ତଦନ୍ତ ଉପରେ ରୋକ ଲଗାଇଲା ଶ୍ରୀଲଙ୍କା

୨୦୧୧ ବିଶ୍ୱକପ ଫିକ୍ସିଂ ହୋଇଥିଲା କି? ସାଙ୍ଗାକାରାଙ୍କୁ ୧୦ ଘଣ୍ଟା ଜେରା

କୋଚଙ୍କ ବେକରେ ଛୁରୀ ଲଗାଇ ଦେଇଥିଲେ ପାକ୍‌ର ଏହି ପୂର୍ବତନ ବ୍ୟାଟସମ୍ୟାନ!