ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ବୁଧବାର ନିଜର ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ରାହୁଲ ଜୋହରୀଙ୍କ ନାମ ଘୋଷଣା କରିଛି। ତିନିଜଣିଆ ଲୋଧା ପ୍ୟନେଲର ପ୍ରସ୍ତାବ ଅନୁଯାୟୀ ଆଜି ରାହୁଲଙ୍କୁ ନିଯୁକ୍ତି ଦିଆଯାଇଥିବା ସୂଚନା ମିଳିଛି।
ବିସିସିଆଇର ସଚିବ ଅନୁରାଗ ଠାକୁର କହିଛନ୍ତି,‘ ରାହୁଲଙ୍କ ନିଯୁକ୍ତି ନେଇ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ରାହୁଲ ୨୦୧୬ ଜୁନ୍ ୧ରୁ ବିଧିବଦ୍ଧ ଭାବେ କାର୍ଯ୍ୟଭାର ଗ୍ରହଣ କରିବେ। ଆମେ ତାଙ୍କୁ ସ୍ୱାଗତ କରୁଛୁ।”
ବିସିସିଆଇର ସଭାପତି ଶାଶାଙ୍କ ମନୋହର କହିଛନ୍ତି,“ବିସିସିଆଇ ସହିତ ରାହୁଲ ଯୋଡି ହୋଇଥିବାରୁ ମୁଁ ଖୁସି। ତାଙ୍କ ଅଭିଜ୍ଞତା ଓ ଜ୍ଞାନକୁ ବ୍ୟବହାର କରି ସେ ବିସିସିଆଇକୁ ଆଗକୁ ନେବେ।”
ଡିସ୍କଭରୀ ନେଟ୍ୱାର୍କରେ ୧୫ ବର୍ଷ କାର୍ଯ୍ୟ ସମ୍ପାଦନ କରିବା ପରେ ସେ ବିସିସିଆଇର ସିଇଓ ଭାବେ ନିଯୁକ୍ତି ପାଇଛନ୍ତି। ସେ ଏସିଆ ପେସିଫିକ୍ ଡିସକକଭ୍ରୀ ନେଟ୍ୱାର୍କର କାର୍ଯ୍ୟନିବାହୀ ଉପସଭାପତି ଓ ଦକ୍ଷିଣ ଏସିଆର ସାଧାରଣ ପରିଚାଳକ ଭାବେ କାର୍ଯ୍ୟ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଝୁଲି ପଡ଼ିଲେ ଏୟାର ଇଣ୍ଡିଆ ପାଇଲଟ
୨ ବର୍ଷ ତଳେ ସୃଷ୍ଟି ଓ ଆଦିତ୍ୟ ପରସ୍ପରକୁ ପ୍ରଥମଥର ଦିଲ୍ଲୀରେ ଦେଖା ହୋଇଥିଲେ। ଏହି ସମୟରେ ଉଭୟ ବ୍ୟବସାୟିକ ବିମାନ ପାଇଲଟର ଲାଇସେନ୍ସ ପାଇଁ ଟ୍ରେନିଂ ନେଉଥିଲେ। ପ୍ରଥମେ ବନ୍ଧୁତା ଓ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଥିଲା।
National
ପୁଣି ଡିଜିଟାଲ ଆରେଷ୍ଟ: ଏଥର ୫ ଲକ୍ଷ ହରାଇଲେ ପୂର୍ବତନ ସେନା ଅଧିକାରୀ
ଜଣେ ପୂର୍ବତନ ସେନା ଅଧିକାରୀ ସାଇବର ଠକଙ୍କ ଡିଜିଟାଲ ଆରେଷ୍ଟର ଶିକାର ହୋଇଛନ୍ତି। ଡିଜିଟାଲ ଆରେଷ୍ଟ କରି ସାଇବର ଠକମାନେ ତାଙ୍କ ଠାରୁ ୫ ଲକ୍ଷ ଟଙ୍କା ନେଇ ଯାଇଛନ୍ତି।
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।