ଦିନିକିଆ ଦଳକୁ ଫେରିଲେ ରାଇନା, ପାଣ୍ଡେ

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ଦଳକୁ ଫେରିଛନ୍ତି ଷ୍ଟାର ବ୍ୟାର୍ଟ୍ସମ୍ୟାନ ସୁରେଶ ରାଇନା ଏବଂ ଅଲରାଉଣ୍ଡର ହାର୍ଦ୍ଧିକ ପାଣ୍ଡ୍ୟା। ଭାରତ ନ୍ୟୁଜିଲାଣ୍ଡ ବିପକ୍ଷରେ ୫ ଟିକିଆ ଦିନିକିଆ ସିରିଜ୍‌ ଖେଳିବ। ଆସନ୍ତା ଅକ୍ଟୋବର ୧୬ ତାରିଖରୁ ଏହା ଆରମ୍ଭ ହେବ।

ମହେନ୍ଦ୍ର ସିଂହ ଧୋନିଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ପଡିଆକୁ ଓହ୍ଲାଇବ। ତେବେ ଦିନିକିଆ ଦଳରୁ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଏବଂ ରବୀନ୍ଦ୍ର ଜାଡେଜା ବାଦ୍‌ ପଡିଛିନ୍ତି।

ଭାରତୀୟ ଦଳ: ମହେନ୍ଦ୍ର ସିଂ ଧୋନି (ଅଧିନାୟକ), ରୋହିତ ଶର୍ମା, ଆଜିଙ୍କ୍ୟ ରାହାଣେ, ବିରାଟ କୋହିଲି, ମନିସ ପାଣ୍ଡେ, ସୁରେଶ ରାଇନା, ହାର୍ଦ୍ଧିକ ପାଣ୍ଡ୍ୟା, ଅକ୍ସର ପଟେଲ, ଅମିତ ମିଶ୍ରା, ଜସ୍‌ପ୍ରିତ ବୁମ୍ରା, ଧୱଲ କୁଲକର୍ଣ୍ଣି, ମନଦିପ ସିଂ ଏବଂ କେଦାର ଯାଦବ।

ଆହୁରି ପଢ଼ନ୍ତୁ

‘ଆମେ ୟେସ କହିଲୁ’: ଇନଷ୍ଟାଗ୍ରାମରେ ନିର୍ବନ୍ଧ ସମ୍ପର୍କରେ ଘୋଷଣା କଲେ ଚହଲ

ପାଣ୍ଡ୍ୟାଙ୍କ ପୁଅଙ୍କୁ ବଡ଼ ହେଲେ ଏମିତି ହେବାକୁ ପରାମର୍ଶ ଦେଲେ କେଏଲ ରାହୁଲ

୨୦୨୧ରେ ଭାରତରେ ହେବ ଟି-୨୦ ବିଶ୍ୱକପ, ୨୦୨୨ରେ ଅଷ୍ଟ୍ରେଲିଆ ପାଳି

ହକି ଟିମର ଅଧିନାୟକ ମନପ୍ରୀତ ସିଂହ ଓ ୩ ଖେଳାଳିଙ୍କୁ କରୋନା

ପଡ଼ିଆରେ ଜୋତା ବୋହିଲେ ପାକିସ୍ତାନର ପୂର୍ବତନ ଅଧିନାୟକ ସର୍ଫରାଜ

ଅନୱରଙ୍କ ପରେ ଇଂଲଣ୍ଡରେ ଶାନ ମାସୁଦ କଲେ ଏହି ରେକର୍ଡ

ଆଇପିଏଲ ପାଇଁ ଜାରି ହେଲା ଏସଓପି, ଜାଣନ୍ତୁ କ’ଣ ରହିଛି ନିୟମ

ଆଇପିଏଲରରୁ ହଟିଲା ଚାଇନିଜ କମ୍ପାନୀ ଭିଭୋ

ଦୁନିଆର ସବୁଠାରୁ ଦାମୀ କାର୍‌ କିଣିଲେ ରୋନାଲ୍ଡୋ, ଦାମ ଶୁଣିଲେ ହୋସ ଉଡ଼ିଯିବ

ପ୍ରତିଶୁଭେଚ୍ଛାରେ ଦୂତୀଙ୍କୁ ଏମିତି ଲେଖିଲେ ମୋଦି

ଷ୍ଟାର ଖେଳାଳିଙ୍କୁ ୧୦ ମାସ ହେଲା ଦରମା ଦେଇନି ବିସିସିଆଇ

ଆଇପିଏଲର ମୁଖ୍ୟ ସ୍ପୋନସର ‘ଭିଭୋ’କୁ ନେଇ ନିଷ୍ପତ୍ତି ନେଲା ବିସିସିଆଇ