ୟୁଏସ୍ ଓପନ୍‌ ପାଇଁ ଯୋଗ୍ୟତା ଅର୍ଜନରେ ବିଫଳ ହେଲେ ରାମକୁମାର

ନ୍ୟୁୟର୍କ: ୟୁଏସ୍‌ ଓପନ୍‌ କ୍ୱାଲିଫାୟରର ପ୍ରଥମ ରାଉଣ୍ଡରେ ହାରି ଏହି ଟୁର୍ଣ୍ଣାମେଣ୍ଟ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ବିଫଳ ହୋଇଛନ୍ତି ଭାରତର ୟଙ୍ଗଷ୍ଟାର ରାମକୁମାର ରାମନାଥନ୍‌।

ଆଜି ଆମେରିକାର ନ୍ୟୁୟର୍କରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ଇଟାଲୀର ଏ.ଜିଆନେସୀଙ୍କ ଠାରୁ ୫-୭ ୧-୬ରେ ପରାଜିତ ହୋଇଛନ୍ତି।

ଏକ ଘଣ୍ଟା ୧୬ ମିନିଟର ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ରାମକୁମାର କୌଣସି ବ୍ରେକ୍‌ ପଏଣ୍ଟ ପାଇ ପାରି ନ ଥିଲେ। ପ୍ରଥମ ଭାରତୀୟ ଭାବେ ସେ ଏହି ପ୍ରତିଯୋଗିତାରୁ ଆରମ୍ଭରୁ ହିଁ ବାଦ୍‌ ପଡିଛନ୍ତି।

ଆହୁରି ପଢ଼ନ୍ତୁ

ଏସିଆ କପ୍ ସ୍ଥଗିତ

ଭୂତ ଦେଖିଥିଲେ ସୌରଭ ଗାଙ୍ଗୁଲି!

କାହିଁକି ୫ ବର୍ଷ ପାଇଁ ଦାଦାଙ୍କୁ ଟିମ୍‌ରୁ ବାଦ ଦେଇଥିଲା ବିସିସିଆଇ

ଧୋନିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଏମିତି ଟ୍ୱିଟ୍ କଲେ ସେହୱାଗ୍ ଓ କୈଫ

ସଚିନ ଓପନ କରନ୍ତି, ହେଲେ କାହିଁକି ପ୍ରଥମ ବଲ୍‌ ଷ୍ଟ୍ରାଇକ୍‌ କରନ୍ତି ନାହିଁ? ଗୁମର ଖୋଲିଲେ ଦାଦା

‘ଜଣେ କାହା ସହିତ କୌଣସି ସମୟରେ ପ୍ରେମରେ ପଡ଼ିପାରେ’

ବରିଷ୍ଠ ଖେଳାଳିଙ୍କୁ ଜେରା ପରେ ୨୦୧୧ ବିଶ୍ୱକପ୍ ଫିକ୍ସିଂ ଅଭିଯୋଗର ତଦନ୍ତ ଉପରେ ରୋକ ଲଗାଇଲା ଶ୍ରୀଲଙ୍କା

୨୦୧୧ ବିଶ୍ୱକପ ଫିକ୍ସିଂ ହୋଇଥିଲା କି? ସାଙ୍ଗାକାରାଙ୍କୁ ୧୦ ଘଣ୍ଟା ଜେରା

କୋଚଙ୍କ ବେକରେ ଛୁରୀ ଲଗାଇ ଦେଇଥିଲେ ପାକ୍‌ର ଏହି ପୂର୍ବତନ ବ୍ୟାଟସମ୍ୟାନ!

ପରଲୋକରେ ମହାନ କ୍ରିକେଟର ଏଭେରଟନ ଓ୍ୱିକେସ

ଆଇସିସି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଶଶାଙ୍କ ମନୋହର

ରବି ଶାସ୍ତ୍ରୀଙ୍କୁ ପୂର୍ବତନ ପାକ୍‌ କ୍ରିକେଟରଙ୍କ ପ୍ରଶଂସା