ଦୂତୀଙ୍କୁ ହୋଇଥିଲା କ୍ୟାନସର | Odisha Reporter
ଡୋପ ଟେଷ୍ଟରେ ବିଫଳ ହେବା ପରେ ଦୂତି ଚାନ୍ଦଙ୍କ ଖୁଲାସା, କହିଲେ ଲେଭଲ ୱାନ୍ କ୍ୟାନସରରେ ପୀଡିତ ଥିଲି। ଏନେଇ ନିଜେ ସୂଚନା ଦେଇଛନ୍ତି । ଔଷଧ ସେବନ ପରେ ଯନ୍ତ୍ରଣା ଉପଶମ ହେବା ସହ କ୍ୟାନସର ଭଲ ହୋଇଯିବ ବୋଲି ଡାକ୍ତର କହିଥିଲେ । କିନ୍ତୁ ସେହି ଔଷଧରେ ନିଷିଦ୍ଧ ସାମଗ୍ରୀ ଥିବା ତାଙ୍କୁ ଜଣା ନଥିଲା ବୋଲି ଡୋପ୍ ଟେଷ୍ଟରେ ବିଫଳ ହୋଇଥିବା ଆଥଲେଟ୍ ଦୂତି ଚାନ୍ଦ କହିଛନ୍ତି । ଦୂତୀ ଏଥିପାଇଁ ଅଲଟ୍ରାସାଉଣ୍ଡ ଓ ଏମଆରଆଇ କରିଥିଲେ ଏବଂ ଡାକ୍ତରଙ୍କ ପରାମର୍ଶ କ୍ରମେ ଔଷଧ ସେବନ କରିଥିଲେ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
