ରିଓ ଅଲିମ୍ପିକ୍‌: ହାରିଲା ଭାରତୀୟ ମହିଳା ହକି ଦଳ

ରିଓ ଡି ଜେନେରିଓ: ରିଓ ଅଲିମ୍ପିକ୍‌ରେ ଭାରତୀୟ ହକି ଦଳକୁ ଝଟ୍‌କା। ମହିଳା ହକିରେ ଗ୍ରେଟ୍‌ ବ୍ରିଟେନ୍‌ ଠାରୁ ଭାରତୀୟ ଦଳ ପରାସ୍ତ ହୋଇଛି। ଗ୍ରେଟ୍‌ ବ୍ରିଟେନ୍‌ ଠାରୁ ୩-୦ ଗୋଲ୍‌ରେ ହାରି ଯାଇଛି। ପ୍ରଥମ କ୍ୱାର୍ଟର୍‌ରେ କୌଣସି ଗୋଲ୍‌ ହୋଇ ନ ଥିବା ବେଳେ ଦ୍ୱିତୀୟ ଓ ତୃତୀୟ କ୍ୱାର୍ଟର୍‌ରେ ଗ୍ରେଟ୍‌ ବ୍ରିଟେନ୍‌ ଭାରତକୁ ୩ଟି ଗୋଲ୍‌ ଦେଇଥିଲା।

ଭାରତୀୟ ମହିଳା ହକି ଦଳ ପରବର୍ତ୍ତୀ ମ୍ୟାଚ୍‌ରେ ବୁଧବାର ଅଷ୍ଟ୍ରେଲିଆକୁ ଭେଟିବ।

ସେହିପରି ପୁରୁଷ ହକିରେ ଜର୍ମାନୀଠାରୁ ୨-୧ ଗୋଲ୍‌ରେ ପରାସ୍ତ ହୋଇଛି ଭାରତ।

ଆହୁରି ପଢ଼ନ୍ତୁ

ଏସିଆ କପ୍ ସ୍ଥଗିତ

ଭୂତ ଦେଖିଥିଲେ ସୌରଭ ଗାଙ୍ଗୁଲି!

କାହିଁକି ୫ ବର୍ଷ ପାଇଁ ଦାଦାଙ୍କୁ ଟିମ୍‌ରୁ ବାଦ ଦେଇଥିଲା ବିସିସିଆଇ

ଧୋନିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଏମିତି ଟ୍ୱିଟ୍ କଲେ ସେହୱାଗ୍ ଓ କୈଫ

ସଚିନ ଓପନ କରନ୍ତି, ହେଲେ କାହିଁକି ପ୍ରଥମ ବଲ୍‌ ଷ୍ଟ୍ରାଇକ୍‌ କରନ୍ତି ନାହିଁ? ଗୁମର ଖୋଲିଲେ ଦାଦା

‘ଜଣେ କାହା ସହିତ କୌଣସି ସମୟରେ ପ୍ରେମରେ ପଡ଼ିପାରେ’

ବରିଷ୍ଠ ଖେଳାଳିଙ୍କୁ ଜେରା ପରେ ୨୦୧୧ ବିଶ୍ୱକପ୍ ଫିକ୍ସିଂ ଅଭିଯୋଗର ତଦନ୍ତ ଉପରେ ରୋକ ଲଗାଇଲା ଶ୍ରୀଲଙ୍କା

୨୦୧୧ ବିଶ୍ୱକପ ଫିକ୍ସିଂ ହୋଇଥିଲା କି? ସାଙ୍ଗାକାରାଙ୍କୁ ୧୦ ଘଣ୍ଟା ଜେରା

କୋଚଙ୍କ ବେକରେ ଛୁରୀ ଲଗାଇ ଦେଇଥିଲେ ପାକ୍‌ର ଏହି ପୂର୍ବତନ ବ୍ୟାଟସମ୍ୟାନ!

ପରଲୋକରେ ମହାନ କ୍ରିକେଟର ଏଭେରଟନ ଓ୍ୱିକେସ

ଆଇସିସି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଶଶାଙ୍କ ମନୋହର

ରବି ଶାସ୍ତ୍ରୀଙ୍କୁ ପୂର୍ବତନ ପାକ୍‌ କ୍ରିକେଟରଙ୍କ ପ୍ରଶଂସା