ରିଓ ଡି ଜେନେରିଓ: ରିଓ ଅଲିମ୍ପିକ କୁସ୍ତି ପ୍ରତିଯୋଗିତାରେ ଭାରତକୁ ଶକ୍ତ ଧକ୍କା ଲାଗିଛି। ଡୋପିଂ ମାମଲାରେ ଛନ୍ଦି ହୋପଡ଼ିଥିବା ଭାରତୀୟ କୁସ୍ତି ଯୋଦ୍ଧା ନରସିଂହ ଯାଦବ ରିଓ ଅଲିମ୍ପିକରୁ ବାଦ ପଡ଼ିଛନ୍ତି। ଆଜି ସନ୍ଧ୍ୟା ୬ଟାରେ ନରସିଂହ ୭୪ କେଜି ବର୍ଗରେ ଅଂଶଗ୍ରହଣ କରିଥାନ୍ତେ। ମାତ୍ର ସ୍ୱିଜରଲାଣ୍ଡର ଲୌସାନାଠାରେ ଥିବା କୋର୍ଟ ଅଫ୍ ଆର୍ବିଟ୍ରେସନ ଫର ସ୍ପୋର୍ଟ (କାସ୍) ରୋକ ଲଗାଇଛନ୍ତି। ଏହାସହ ନରସିଂହ ୪ ବର୍ଷ ପର୍ଯ୍ୟନ୍ତ କୌଣସି ମ୍ୟାଚ୍ ଖେଳି ପାରିବେ ନାହିଁ ବୋଲି କୋର୍ଟ ତାଙ୍କ ରାୟରେ କହିଛନ୍ତି।
ରିଓରେ ଭାଗ ନେବା ନେଇ ଗତକାଲି ନ୍ୟାସନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡା) ନରସିଂହଙ୍କୁ ସବୁଜ ସଂକେତ ଦେଇଥିଲା। ଏହାକୁ ବିରୋଧ କରି ୱାଲ୍ଡ ଆଣ୍ଟି ଡୋପିଂ ଏଜେନ୍ସି (ୱାଡା) କାସ୍କୁ ଯାଇଥିଲା। ଗତ ଜୁନ ୨୫ ଓ ଜୁଲାଇ ୫ରେ ନରସିଂହ ଡୋପିଂ ଟେଷ୍ଟରେ ବିଫଳ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।