ରିଓ ଡି ଜେନେରିଓ: ଜିମ୍ନାଷ୍ଟିକ୍ରେ ଇତିହାସ ରଚିଲେ ଦୀପା କର୍ମାକର। ସେ ପ୍ରଥମ ଭାରତୀୟ ଜିମ୍ନାଷ୍ଟ ଭାବେ ଅଲିମ୍ପିକ୍ର ଫାଇନାଲ୍ ରାଉଣ୍ଡରେ ପ୍ରବେଶ କରିଛନ୍ତି। ୫୨ ବର୍ଷ ପରେ ପ୍ରଥମ ଭାରତୀୟ ମହିଳା ଜିମ୍ନାଷ୍ଟ ଭାବେ ସେ ଅଲିମ୍ପିକ୍ରେ ଅଂଶଗ୍ରହଣ କରିଥିବା ବେଳେ ପ୍ରଥମ ଥରରେ ହିଁ ଫାଇନାଲ୍ରେ ପ୍ରବେଶ କରିଛନ୍ତି।
ଜିମ୍ନାଷ୍ଟିକର ସମସ୍ତ ୫ଟି କ୍ୱାଲିଫିକେସନ୍ ସବ୍ଡିଭିଜନ୍ ଶେଷ ହେବା ପରେ ଦୀପା ଇଣ୍ଡିଭିଜୁଆଲ୍ ଭୋଲ୍ଟ ଇଭେଣ୍ଟରେ ଅଷ୍ଟମ ସ୍ଥାନରେ ରହି ଫାଇନାଲ୍କୁ ଉନ୍ନୀତ ହୋଇଥିଲେ।
୨୦୧୪ ଗ୍ଲାସ୍ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେ ପ୍ରଥମ ଭାରତୀୟ ମହିଳା ଜିମ୍ନାଷ୍ଟ ଭାବେ ପଦକ ଜିତିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।
Politics
ମହାରାଷ୍ଟ୍ରରେ ଟ୍ୱିଷ୍ଟ୍; ସରକାର ଗଠନ ପୂର୍ବରୁ ଗାଁକୁ ପଳେଇଲେ ସିନ୍ଦେ
ମହାୟୁତି ମହାମେଣ୍ଟର ବୈଠକ ବାତିଲ୍।