ରିଓ ଡି ଜେନେରିଓ: ରିଓ ଅଲିମ୍ପିକ୍ରେ ଭାରତୀୟ ମହିଳା ହକି ଦଳର ନୈରାଶ୍ୟଜନକ ପ୍ରଦର୍ଶନ ଜାରି ରହିଛି। ଆମେରିକାଠାରୁ ୩-୦ରେ ହାରି ଯାଇଛି ଦଳ। ଏହା ସହିତ କ୍ୱାର୍ଟର ଫାଇନାଲ୍ରେ ପ୍ରବେଶ କରିବାର ବାଟ ଦଳ ପାଇଁ ପ୍ରାୟ ବନ୍ଦ ହୋଇଯାଇଛି।
୩୬ ବର୍ଷ ପରେ ଅଲିମ୍ପିକ୍ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ମହିଳା ହକି ଟିମ୍ର ଏହା ହେଉଛି ଲଗାତାର ତୃତୀୟ ପରାଜୟ। ଗ୍ରୁପ୍ ‘ବି’ରେ ଥିବା ଭାରତୀୟ ମହିଳା ହକି ଦଳ ୪ଟି ମ୍ୟାଚ୍ରୁ ମାତ୍ର ୧ ପଏଣ୍ଟ ପାଇଛି। ଜାପାନ ବିପକ୍ଷ ପ୍ରଥମ ମ୍ୟାଚ୍କୁ ଦଳ କେବଳ ୨-୨ରେ ଡ୍ର’ ରଖିବାକୁ ସମର୍ଥ ହୋଇଥିଲା। ଦ୍ୱିତୀୟ ମ୍ୟାଚ୍ରେ ଦଳ ବ୍ରିଟେନ୍ ଠାରୁ ୩-୦ରେ ଓ ତୃତୀୟ ମ୍ୟାଚ୍ରେ ଅଷ୍ଟ୍ରେଲିଆ ଠାରୁ ୬-୧ରେ ହାରି ଥିଲା।
ଭାରତୀୟ ମହିଳା ହକି ଦଳ ତା’ର ଶେଷ ଗ୍ରୁପ୍ ମ୍ୟାଚ୍ ଆସନ୍ତାକାଲି ଆର୍ଜେଣ୍ଟିନା ବିପକ୍ଷରେ ଖେଳିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।