ହାଇଦ୍ରାବାଦ: ଟିମ୍ ଇଣ୍ଡିଆ ୱିକେଟକିପର ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତ ଆସନ୍ତାକାଲିଠାରୁ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଆରମ୍ଭ ହେବାକୁ ଟି-୨୦ ସିରିଜରେ ମହେନ୍ଦ୍ର ସିଂହ ଧୋନିଙ୍କ ରେକର୍ଡ କାଟିବାକୁ ଲକ୍ଷ୍ୟ ରଖିଛନ୍ତି।
ତାଙ୍କ ପାଖରେ ଇଣ୍ଡିଜ୍ ବିପକ୍ଷରେ ସର୍ବାଧିକ ସଫଳତା ହାସଲକାରୀ ୱିକେଟକିପର ହେବାର ସୁଯୋଗ ରହିଛି। ପନ୍ତ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ୭ଟି ଟି-୨୦ ମ୍ୟାଚ୍ ଖେଳି ୱିକେଟ୍ ପଛରେ ୩ଟି ସଫଳତା ହାସଲ କରିଛନ୍ତି। ଏହି ମାମଲାରେ ଧୋନି ୭ଟି ମ୍ୟାଚ୍ ଖେଳି ୫ଟି ସଫଳତା ସହ ଆଗରେ ରହିଛନ୍ତି।
ଇଣ୍ଡିଜର ପୂର୍ବତନ ୱିକେଟକିପର ଦିନେଶ ରାମଦିନ୍ ୫ ସଫଳତା ସହ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସେହିପରି ଆନ୍ଦ୍ରେ ଫ୍ଲେଚର୍ ୪ଟି ଏବଂ ଦିନେଶ କାର୍ତ୍ତିକ ତିନୋଟି ସଫଳତା ହାସଲ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।
Politics
ସୋରେନ ପରିବାରର ୩ ଜଣ ଜିତିଲେ, କିନ୍ତୁ ବିଜେପିରୁ ଲଢ଼ୁଥିବା ବଡ଼ ଭାଉଜ ହାରିଲେ
ଜେଏମଏମରୁ ବାହାରି ବିଜେପି ଟିକେଟରେ ଲଢ଼ୁଥିବା ହେମନ୍ତଙ୍କ ବଡ଼ ଭାଉଜ ଗୀତା ସୋରେନ ପରିବାରର ଏକମାତ୍ର ସଦସ୍ୟ ଭାବେ ପରାସ୍ତ ହୋଇଛନ୍ତି।
Politics
ଜିତିଲେ ରାଜ୍ୟପାଳଙ୍କ ବୋହୂ, ହାରିଲେ ଓଡ଼ିଶାର କଂଗ୍ରେସ ପ୍ରଭାରୀ
ପୂର୍ଣ୍ଣିମା ୧,୦୭,୧୯୧ ଖଣ୍ଡ ଭୋଟ ପାଇଥିବା ବେଳେ ଅଜୟ କୁମାରଙ୍କୁ ୬୪,୩୨୦ ଖଣ୍ଡ ଭୋଟ ମିଳିଛି।
National
ବାପା ହାରିଲେ, ଝିଅ ଜିତିଲେ
ମହାରାଷ୍ଟ୍ରରେ ୨୮୮ଟି ଆସନରୁ ବିଜେପି ମେଣ୍ଟ ୨୩୪ଟି ବିଜୟ ଲାଭ କରୁଥିବା ସ୍ପଷ୍ଟ ହେଉଛି। ଏହି ମେଣ୍ଟ ୨୨୦ଟି ଆସନରେ ବିଜୟୀ ହୋଇସାରିଥିବା ବେଳେ ୧୪ଟିରେ ଆଗରେ ରହିଛି।