ନୂଆଦିଲ୍ଲୀ: ଶ୍ରୀଲଙ୍କା ବିପକ୍ଷ ସିରିଜ୍ର ଦ୍ୱିତୀୟ ମ୍ୟାଚ୍ରେ କ୍ୟାରିୟର ତୃତୀୟ ଦ୍ୱିଶତକ ମାରିଥିବା ରୋହିତ ଶର୍ମାଙ୍କ ପାଇଁ ଆଉ ଏକ ଖୁସି ଖବର। ଆଇସିସି ଦ୍ୱାରା ସଦ୍ୟ ପ୍ରକାଶିତ ଦିନିକିଆ ଅନ୍ତର୍ଜାତୀୟ ବ୍ୟାଟ୍ସମ୍ୟାନ୍ ମାନ୍ୟତା ତାଲିକାର ପଞ୍ଚମ ସ୍ଥାନରେ ସେ ରହିଛନ୍ତି। ଏହା ପୂର୍ବରୁ ସେ ସପ୍ତମ ସ୍ଥାନରେ ଥିଲେ। ମୋହାଲିରେ ଶ୍ରୀଲଙ୍କା ବିପକ୍ଷରେ ୨୦୮ ରନ୍ କରିବା ପରେ ସେ କ୍ୟାରିୟରର ସର୍ବାଧିକ ୮୨୫ ପଏଣ୍ଟରେ ପହଞ୍ଚି ଯାଇଥିଲେ। ସେ ପ୍ରଥମ ଥର ପାଇଁ ୮୦୦ ପଏଣ୍ଟ ଅତିକ୍ରମ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ସିରିଜ୍ ଶେଷ ପରେ ସେ ୮୧୬ ପଏଣ୍ଟରେ ରହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।