ଟିମ୍ ଇଣ୍ଡିଆକୁ ପ୍ରାରମ୍ଭିକ ଝଟ୍‌କା, ଶୀର୍ଷ ତିନି ବ୍ୟାଟ୍ସମ୍ୟାନ୍ ପ୍ୟାଭିଲିୟନ୍ ଫେରିଲେ

ମ୍ୟାଞ୍ଚେଷ୍ଟର୍: ଚଳିତ ଆଇସିସି ବିଶ୍ୱକପର ପ୍ରଥମ ସେମିଫାଇନାଲରେ ନ୍ୟୁଜିଲ୍ୟାଣ୍ଡ୍ ଭାରତ ଆଗରେ ୨୪୦ ରନର ଟାର୍ଗେଟ୍ ରଖିଛି। ଏହାକୁ ପିଛା କରୁଥିବା ଟିମ୍ ଇଣ୍ଡିଆର ଶୀର୍ଷ ତିନି ବ୍ୟାଟ୍ସମ୍ୟାନ୍ ଶସ୍ତାରେ ପ୍ୟାଭିଲିୟନ୍ ଫେରିଛନ୍ତି। ଚଳିତ ଟୁର୍ଣ୍ଣାମେଣ୍ଟର ସର୍ବାଧିକ ସ୍କୋରର ରୋହିତ୍ ଶର୍ମା ମାତ୍ର ୧ ରନ୍ କରି ମ୍ୟାଟ ହେନରୀଙ୍କ ବଲରେ ଆଉଟ୍ ହୋଇଛନ୍ତି। ଚଳିତ ଟୁର୍ଣ୍ଣାମେଣ୍ଟରେ ରୋହିତ୍ ଦ୍ୱିତୀୟଥର ପାଇଁ ୧ ରନ୍ କରି ପ୍ୟାଭିଲିୟନ୍ ଫେରିଛନ୍ତି। ଏହା ପୂର୍ବରୁ ରୋହିତ୍ ଆଫଗାନିସ୍ତାନ ବିପକ୍ଷରେ ମଧ୍ୟ […]

semi

semi

Hemant Lenka
  • Published: Wednesday, 10 July 2019
  • Updated: 10 July 2019, 03:54 PM IST

Sports

Latest News

ମ୍ୟାଞ୍ଚେଷ୍ଟର୍: ଚଳିତ ଆଇସିସି ବିଶ୍ୱକପର ପ୍ରଥମ ସେମିଫାଇନାଲରେ ନ୍ୟୁଜିଲ୍ୟାଣ୍ଡ୍ ଭାରତ ଆଗରେ ୨୪୦ ରନର ଟାର୍ଗେଟ୍ ରଖିଛି। ଏହାକୁ ପିଛା କରୁଥିବା ଟିମ୍ ଇଣ୍ଡିଆର ଶୀର୍ଷ ତିନି ବ୍ୟାଟ୍ସମ୍ୟାନ୍ ଶସ୍ତାରେ ପ୍ୟାଭିଲିୟନ୍ ଫେରିଛନ୍ତି।

ଚଳିତ ଟୁର୍ଣ୍ଣାମେଣ୍ଟର ସର୍ବାଧିକ ସ୍କୋରର ରୋହିତ୍ ଶର୍ମା ମାତ୍ର ୧ ରନ୍ କରି ମ୍ୟାଟ ହେନରୀଙ୍କ ବଲରେ ଆଉଟ୍ ହୋଇଛନ୍ତି। ଚଳିତ ଟୁର୍ଣ୍ଣାମେଣ୍ଟରେ ରୋହିତ୍ ଦ୍ୱିତୀୟଥର ପାଇଁ ୧ ରନ୍ କରି ପ୍ୟାଭିଲିୟନ୍ ଫେରିଛନ୍ତି। ଏହା ପୂର୍ବରୁ ରୋହିତ୍ ଆଫଗାନିସ୍ତାନ ବିପକ୍ଷରେ ମଧ୍ୟ ୧ ରନ୍ କରିଥିଲେ।

ତାଙ୍କ ସ୍ଥାନ ପୂରଣ କରିବାକୁ ଆସିଥିବା କ୍ୟାପଟେନ୍ ବିରାଟ୍‌ କୋହଲି (୧)ଙ୍କୁ ମଧ୍ୟ ନ୍ୟୁଜିଲ୍ୟାଣ୍ଡର ମୁଖ୍ୟ ଷ୍ଟ୍ରାଇକ୍ ବୋଲର ଟ୍ରେଣ୍ଟ ବୋଲ୍ଟ ଆଉଟ୍ କରିଛନ୍ତି। ଏହା ପରେ ଅନ୍ୟତମ ଓପ୍ନର ଲୋକେଶ ରାହୁଲଙ୍କୁ ହେନରୀ ଆଉଟ୍ କରି ନ୍ୟୁଜିଲ୍ୟାଣ୍ଡକୁ ତୃତୀୟ ସଫଳତା ଦେଇଛନ୍ତି।

ରିପୋର୍ଟ ଲେଖା ହେଲା ବେଳକୁ ଭାରତ ୩ ୱିକେଟ୍ ହରାଇ ୫ ରନ୍ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story