ରାଞ୍ଚି: ଭାରତୀୟ କ୍ରିକେଟର ରୋହିତ୍ ଶର୍ମା ଅଷ୍ଟ୍ରେଲିଆର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍ ସାର୍ ଡନ୍ ବ୍ରାଡମ୍ୟାନଙ୍କ ରେକର୍ଡ ଭାଙ୍ଗିଛନ୍ତି। ଘରୋଇ ମାଟିରେ ଟେଷ୍ଟ କ୍ରିକେଟରେ ସର୍ବାଧିକ ଆଭରେଜର ରେକର୍ଡ ଏବେ ରୋହିତଙ୍କ ନାଁରେ ହୋଇଛି।
ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟର ଦ୍ୱିତୀୟ ଦିବସରେ ରୋହିତ୍ ଏହି କାରନାମା କରିଛନ୍ତି। ଏହି ମାମଲାରେ ସେ ୭୧ ବର୍ଷ ତଳେ ବ୍ରାଡମ୍ୟାନଙ୍କ ନାଁରେ ଥିବା ରେକର୍ଡକୁ ପଛରେ ପକାଇଛନ୍ତି। ବ୍ରାଡମ୍ୟାନ୍ ଘରୋଇ ମାଟିରେ ୯୮.୨୨ ହାରରେ ରନ୍ କରିଥିଲେ। କିନ୍ତୁ ରୋହିତ୍ ୯୯.୮୪ ହାରରେ ରନ୍ କରି ନୂଆ ବିଶ୍ୱ ରେକର୍ଡ କରିଛନ୍ତି।
ଏହାସହ ରୋହିତ୍ କୌଣସି ଦ୍ୱିପାକ୍ଷିକ ସିରିଜରେ ସର୍ବାଧିକ ଛକାର ମଧ୍ୟ ବିଶ୍ୱ ରେକର୍ଡ କରିଛନ୍ତି । ସେ ଚଳିତ ସିରିଜରେ ୧୯ ଛକା ମାରିଛନ୍ତି। ଏହା ପୂର୍ବରୁ ୱେଷ୍ଟଇଣ୍ଡିଜର ଶିମରନ୍ ହେଟମେୟର୍ ୨୦୧୮-୧୯ରେ ବାଂଲାଦେଶ ବିପକ୍ଷରେ ୧୫ ଛକା ମାରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...
National
ସଂସଦ ନିକଟରେ ନିଜକୁ ଜାଳି ଦେଲେ, ମିଳିଲା ଅଧା ପୋଡ଼ା ଚିଠି
ଘଟଣା ସ୍ଥଳରୁ ପୁଲିସ୍ ଦୁଇ ପୃଷ୍ଠାର ଅଧା ଲେଖା ଚିଠି ଠାବ କରିଛି। କିନ୍ତୁ ଏଥିରେ ଥିବା ବିଷୟବସ୍ତୁ ସମ୍ପର୍କରେ ଜଣାପଡ଼ି ନାହିଁ।
National
ଲିଫ୍ଟ ଦେଉଥିଲା, ଜୀବନ ନେଉଥିଲା: ୧୧ ଜଣଙ୍କୁ ମାରିବା ପରେ ଧରାପଡ଼ିଲା
ଜଣେ ମୃତକଙ୍କ ପୀଠରେ ଅଭିଯୁକ୍ତ ଜଣକ ପିଠିରେ ଧୋକା ବାଜ ବୋଲି ଲେଖିଥିଲା। ପୀଡ଼ିତ ଜଣଙ୍କ ପୂର୍ବତନ ସେନା କର୍ମଚାରୀ। ସେ ଗୋଟିଏ ଘରୋଇ ଫ୍ୟାକ୍ଟ୍ରୀରେ ସିକ୍ୟୁରିଟୀ ଗାର୍ଡ ଭାବେ କାମ କରୁଥିଲେ।
Politics
କଂଗ୍ରେସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ହମଲା, କହିଲେ ଏମିତି କଥା
ମୋଦି ଦାବି କରିଛନ୍ତି ଯେ ବାବା ସାହେବ ଆମ୍ବେଦକର ଭାରତର ଜଳ ସଂରକ୍ଷଣ ନୀତିକୁ ଉପଯୁକ୍ତ ରୂପ ଦେବାକୁ ଚେଷ୍ଟା କରୁଥିବା ବେଳେ କଂଗ୍ରେସ ନିୟମିତ ଭାବେ ତାଙ୍କ ଅବଦାନକୁ ଅଣଦେଖା କରି ଆସୁଥିଲା।