ଦୁବାଇ: ICC T20 ବ୍ୟାଟିଂ ମାନ୍ୟତା ତାଲିକାରେ ଭାରତୀୟ ଦଳର ଉପ ଅଧିନାୟକ ରୋହିତ ଶର୍ମା ଉପରକୁ ଉଠିଥିବା ବେଳେ ଅଧିନାୟକ ବିରାଟ କୋହଲି ତଳକୁ ଖସିଛନ୍ତି। ରୋହିତ, କେଏଲ୍ ରାହୁଲଙ୍କ ସହ ୩ଟି ସ୍ଥାନ ଅଦଳବଦଳ କରିଛନ୍ତି। ରୋହିତ ୩ଟି ସ୍ଥାନ ଉପରକୁ ଉଠି ୭ମ ସ୍ଥାନରେ ପହଞ୍ଚିଛନ୍ତି। ସେହିପରି ରାହୁଲ ୩ଟି ସ୍ଥାନ ତଳକୁ ଖସି ୧୦ରେ ପହଞ୍ଚିଛନ୍ତି।
ଭାରତୀୟ ଦଳର ଅନ୍ୟତମ ଓପ୍ନର ଶିଖର ଧୱନ ଗୋଟିଏ ସ୍ଥାନ ଉପରକୁ ଉଠି ୧୧ ନମ୍ବରରେ ପହଞ୍ଚିଛନ୍ତି। ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟି-ଟ୍ୱେଣ୍ଟି ସିରିଜରୁ ବିଶ୍ରାମ ଦିଆଯାଇଥିବା ଅଧିନାୟକ କୋହଲି ୪ଟି ସ୍ଥାନ ତଳକୁ ଖସି ୧୯ ତମ ସ୍ଥାନରେ ରହିଛନ୍ତି। ବ୍ୟାଟିଂ ତାଲିକାର ଶୀର୍ଷରେ ପାକିସ୍ତାନର ବାବର ଆଜମ ରହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

National
ବହୁ ବିବାହ ପ୍ରଥା ବେଆଇନ! କେମିତି ୨ ଜଣଙ୍କୁ ଗୋଟିଏ ମଣ୍ଡପରେ ବାହା ହେଲେ ସୂର୍ଯ୍ୟ ଦେବ?
ଜଣେ ବ୍ୟକ୍ତିଙ୍କୁ ଗୋଟିଏ ସମୟରେ ଦୁଇ ଜଣ ମହିଳାଙ୍କ ସହ ପ୍ରେମ ହୋଇଯାଇଥିଲା। ୩ ବର୍ଷର ପ୍ରେମ ସମ୍ପର୍କରେ ସେ ଦୁଇ ଜଣଙ୍କୁ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ।

Crime
କାହିଁକି ସାଇବର ଅପରାଧୀଙ୍କ ପାଇଁ ଜୀବନ ହାରିଲେ ବୟସ୍କ ଦମ୍ପତି?
ବୟସ୍କ ଦମ୍ପତିଙ୍କ ଠାରୁ ୫୦ ଲକ୍ଷରୁ ଅଧିକ ଟଙ୍କା ଠକେଇ କରିବା ପରେ ମଧ୍ୟ ସାଇବର ଅପରାଧୀଙ୍କ ମନ ବୁଝି ନଥିଲା। ସେମାନେ ନୀରିହ ଦମ୍ପତିଙ୍କୁ ଧମକଚମକ ଦେଇ ଚାଲିଥିଲେ।

National
ନକ୍ସଲ ମୁକ୍ତ ଭାରତ ଅଭିଯାନକୁ ପୁଣି ସଫଳତା: ଟଳିଲେ ୧୬ ମାଓବାଦୀ
ନକ୍ସଲ ମୁକ୍ତ ଅଭିଯାନକୁ ଗୋଟିଏ ପରେ ଗୋଟିଏ ସଫଳତା ମଧ୍ୟ ମିଳିବାରେ ଲାଗିଛି।

Business
କ’ଣ ସେବା ଦେଇ ଗୁପ୍ତ ଭାବେ ଟଙ୍କା ନେଉଛି ବ୍ୟାଙ୍କ?
ଜଣେ ସଞ୍ଚୟ ଖାତାଧାରକ ହୁଅନ୍ତୁ କିମ୍ବା ଚାଲୁ ବା କରେଣ୍ଟ ଆକାଉଣ୍ଟଧାରୀ ହୁଅନ୍ତୁ, ସାଧାରଣ ବ୍ୟାଙ୍କ ଶୁଳ୍କ ସହିତ ଆପଣ ଅପଡେଟ୍ ରହିବା ଭଲ। ଏହା ଆପଣଙ୍କ ବ୍ୟାଙ୍କ ଅଭିଜ୍ଞତାରେ ଉନ୍ନତି ଆଣି ପାରିବ।

National
ପତ୍ନୀଙ୍କ ପରକୀୟା ପ୍ରୀତି ପରେ ହିଂସା ନୁହେଁ ପ୍ରେମକୁ ସମ୍ମାନ ଦେଲେ ବବଲୁ
ବବଲୁ ସ୍ଥାନୀୟ କୋର୍ଟରେ ଗୋଟିଏ ସତ୍ୟପାଠ ଦାଖଲ କରି ପତ୍ନୀଙ୍କ ଠାରୁ ଅଲଗା ହୋଇଥିଲେ ଓ ଏହାପରେ ପତ୍ନୀଙ୍କୁ ନିଜ ପ୍ରେମିକଙ୍କ ହାତରେ ଟେକି ଦେଇଥିଲେ।