ସେପାଙ୍ଗ ସର୍କିଟ (ମାଲେସିଆ): ଇତିହାସ ରଚିଛନ୍ତି ଭାରତୀୟ ଯୁବ ରେସର ଶାହାନ୍ ଅଲ୍ଲୀ ମହସୀନ୍। ସେ ଆଜି ପ୍ରଥମ ଭାରତୀୟ ଭାବେ ଏସିଆନ୍ କାର୍ଟିଂ ଚାମ୍ପିଅନ୍ସିପ୍କୁ ଜିତିନେଇଛନ୍ତି।
ଖାଦ୍ୟରେ ବିଷକ୍ରିୟା ହେବା କାରଣରୁ ଫାଇନାଲ ସପ୍ତାହର ୨ ଦିନ ଟ୍ରାକ୍ ମିସ୍ କରିଥିବା ଏହି ୧୨ ବର୍ଷୀୟ କିଶୋର ଜଣକ ଆଜି ଶ୍ରେଷ୍ଠ ଖେଳ ପ୍ରଦର୍ଶନ କରି ସମସ୍ତ ପ୍ରତିଯୋଗୀଙ୍କୁ ପଛରେ ପକାଇ ଏସିଆନ୍ କାର୍ଟିଂ ଚାମ୍ପିଅନ୍ସିପ୍ ଟାଇଟଲ ଜିତି ନେଇଛନ୍ତି।
ଆଗକୁ ହେବାକୁ ଥିବା ଜେକେ ଟାୟାର ନ୍ୟାସନାଲ ରୋଟାକ୍ସ ମ୍ୟାକ୍ସ କାର୍ଟିଂ ଚାମ୍ପିଅନ୍ସିପ୍ ଜିତିବାକୁ ସେ ଲକ୍ଷ୍ୟ ରଖିଥିବା କହିଛନ୍ତି। ଆସନ୍ତା ୨୫ ତାରିଖରେ ହେବ ଏହାର ଫାଇନାଲ ରାଉଣ୍ଡ ଖେଳାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।