ଅଷ୍ଟ୍ରେଲିଆ ଓପନ୍‌ କ୍ୱାର୍ଟର ଫାଇନାଲରେ ସାଇନା, ଶ୍ରୀକାନ୍ଥ

ସିଡନୀ: ଭାରତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହୱାଲ ଏବଂ କେ. ଶ୍ରୀକାନ୍ଥ ନିଜ ନିଜ ମ୍ୟାଚ୍‌ ଜିତି ଆଜି ଅଷ୍ଟ୍ରେଲିଆ ଓପନ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।

ମହିଳା ଏକକ ମ୍ୟାଚ୍‌ରେ ସାଇନା ମାଲେସିୟାର ଜିନ୍‌ ୱି ଘୋଙ୍କୁ ୨୧-୧୨, ୨୧-୧୪ ସେଟ୍‌ରେ ପରାସ୍ତ କରିଛନ୍ତି। ଏଥିପାଇଁ ତାଙ୍କୁ ମାତ୍ର ୩୭ ମିନିଟ୍‌ ସମୟ ଲାଗିଥିଲା।

ପୁରୁଷ ଏକକ ମ୍ୟାଚ୍‌ରେ ଶ୍ରୀକାନ୍ଥ ଇଣ୍ଡୋନେସିଆର ସୋନି ଡୁଇ କୋଣକୋରଙ୍କୁ ୨୧-୧୯, ୨୧-୧୨ ସେଟ୍‌ରେ ପରାସ୍ତ କରିଛନ୍ତ।

ଆହୁରି ପଢ଼ନ୍ତୁ

ବିଏମ୍‌ଡବ୍ଲ୍ୟୁ କାର୍‌ ବିକିବାକୁ ଚାହୁଁଛନ୍ତି ଦୂତୀ ଚାନ୍ଦ, ଜାଣନ୍ତୁ କାହିଁକି?

ଯଦି ସୁନୀଲ ଗାଭାସ୍କରଙ୍କ ବାମ କାନରେ ନଥା’ନ୍ତା ସେହି ଛୋଟ ଜାଇ…

ଗାବ୍ରିଏଲ ଓ ହୋଲ୍ଡରଙ୍କ ଚମକ, ବ୍ୟାକଫୁଟ୍‌ରେ ଇଂଲଣ୍ଡ

ଏସିଆ କପ୍ ସ୍ଥଗିତ

ଭୂତ ଦେଖିଥିଲେ ସୌରଭ ଗାଙ୍ଗୁଲି!

କାହିଁକି ୫ ବର୍ଷ ପାଇଁ ଦାଦାଙ୍କୁ ଟିମ୍‌ରୁ ବାଦ ଦେଇଥିଲା ବିସିସିଆଇ

ଧୋନିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଏମିତି ଟ୍ୱିଟ୍ କଲେ ସେହୱାଗ୍ ଓ କୈଫ

ସଚିନ ଓପନ କରନ୍ତି, ହେଲେ କାହିଁକି ପ୍ରଥମ ବଲ୍‌ ଷ୍ଟ୍ରାଇକ୍‌ କରନ୍ତି ନାହିଁ? ଗୁମର ଖୋଲିଲେ ଦାଦା

‘ଜଣେ କାହା ସହିତ କୌଣସି ସମୟରେ ପ୍ରେମରେ ପଡ଼ିପାରେ’

ବରିଷ୍ଠ ଖେଳାଳିଙ୍କୁ ଜେରା ପରେ ୨୦୧୧ ବିଶ୍ୱକପ୍ ଫିକ୍ସିଂ ଅଭିଯୋଗର ତଦନ୍ତ ଉପରେ ରୋକ ଲଗାଇଲା ଶ୍ରୀଲଙ୍କା

୨୦୧୧ ବିଶ୍ୱକପ ଫିକ୍ସିଂ ହୋଇଥିଲା କି? ସାଙ୍ଗାକାରାଙ୍କୁ ୧୦ ଘଣ୍ଟା ଜେରା

କୋଚଙ୍କ ବେକରେ ଛୁରୀ ଲଗାଇ ଦେଇଥିଲେ ପାକ୍‌ର ଏହି ପୂର୍ବତନ ବ୍ୟାଟସମ୍ୟାନ!