କାଠମାଣ୍ଡୁ (ନେପାଳ): ଅଲିମ୍ପିକ୍ ବ୍ରୋଞ୍ଜ ପଦକ ବିଜେତା ସାକ୍ଷୀ ମଲିକଙ୍କ ନେତୃତ୍ୱରେ ଭାରତୀୟ ରେସଲର୍ ୧୩ତମ ଏସିଆନ୍ ଗେମ୍ସର ରେସଲିଂ ଇଭେଣ୍ଟରେ ୪ଟି ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ଏହିପରି ଭାବେ ଭାରତ ରେସଲିଂରେ ତା'ର ଦବଦବା କାଏମ ରଖିଛି । ଭାରତ ଏପର୍ଯ୍ୟନ୍ତ ସମସ୍ତ ୧୨ଟି ଯାକ ବର୍ଗରେ ସ୍ୱର୍ଣ୍ଣ ପଦକ ଜିତିଛି।
ସାକ୍ଷୀ ମହିଳା ୬୨ କେଜି ବର୍ଗରେ ଏକତରଫା ବିଜୟ ସହ ପ୍ରଥମ ସ୍ଥାନ ହାସଲ କରିଥିବା ବେଳେ ଅଣ୍ଡର୍-୨୩ ବିଶ୍ୱ ଚାମ୍ପିୟନଶିପର ରୌପ୍ୟ ପଦକ ବିଜେତା ରବିନ୍ଦର ପୁରୁଷ ଫ୍ରିଷ୍ଟାଇଲ୍ ୬୧ କେଜି ବର୍ଗରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ସାକ୍ଷୀଙ୍କର ଚାରୋଟି ମୁକାବିଲା ଏକତରଫା ରହିଥିଲା, କିନ୍ତୁ ରବିନ୍ଦର ପାକିସ୍ତାନର ଏମ୍ ବିଲାଲଙ୍କୁ ହରାଇବା ପାଇଁ ସଂଘର୍ଷ କରିଥିଲେ।
ପୱନ୍ କୁମାର (ପୁରୁଷ ଫ୍ରିଷ୍ଟାଇଲ୍ ୮୬ କେଜି) ଓ ଅଂଶୁ (ମହିଳା ୫୯ କେଜି) ମଧ୍ୟ ନିଜ ନିଜର ବର୍ଗରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ସୋମବାର ପ୍ରତିଯୋଗିତାର ଅନ୍ତିମ ଦିବସରେ ଗୌରବ ବଲିୟାନ୍ (୭୪ କେଜି) ଓ ଅନିତା ଶେରୋନ୍ (୬୮ କେଜି) ଯଥାକ୍ରମେ ପୁରୁଷ ଓ ମହିଳା ଫ୍ରିଷ୍ଟାଇଲରେ ନିଜ ନିଜର ମୁକାବିଲା ଖେଳିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଶନିବାର ସକାଳେ କଂଗ୍ରେସ ଭବନରୁ ବାହାରିବ ଅନ୍ତିମ ଯାତ୍ରା, ନିଗମବୋଧ ଘାଟରେ ଶେଷକୃତ୍ୟ
ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର କରାଯିବ। ମୋଦି ସରକାରଙ୍କ କ୍ୟାବିନେଟରେ ପାରିତ ହେଲା ଶୋକ ପ୍ରସ୍ତାବ।
National
ସ୍ୱାସ୍ଥ୍ୟରେ ଉନ୍ନତି ପରେ ମେଡିକାଲରୁ ଡିସଚାର୍ଜ ହେଲେ ଆଡଭାନୀ
ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଗତ ଡିସେମ୍ବର ୧୨ ତାରିଖରେ ତାଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୧୪ ଦିନର ଚିକିତ୍ସା ପରେ ତାଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ପରେ ତାଙ୍କୁ ଡିସଚାର୍ଜ କରାଯାଇଛି।
National
ମନମୋହନଙ୍କ ଶେଷକୃତ୍ୟ ଓ ସ୍ମାରକ ପାଇଁ ଉପଯୁକ୍ତ ସ୍ଥାନ ମାଗିଲା କଂଗ୍ରେସ
ଦିଲ୍ଲୀ କଂଗ୍ରେସ ମୁଖ୍ୟାଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳୀ। ସ୍ମାରକ ହେଲାଭଳି ସ୍ଥାନରେ ଶେଷକୃତ୍ୟ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ।
National
ଭଡ଼ା ଘରୁ ମିଳିଲା ସିମ୍ରନଙ୍କ ମୃତଦେହ
ସିମ୍ରନଙ୍କ ମୃତ୍ୟୁ ଘଟିଥିବା ନେଇ ପ୍ରଥମେ ତାଙ୍କର ଜଣେ ସାଙ୍ଗ ଜାଣିବାକୁ ପାଇଥିଲେ। ସେ ସଙ୍ଗେ ସଙ୍ଗେ ପୁଲିସକୁ ଖବର ଦେଇଥିଲେ। ପୁଲିସ ମୃତଦେହକୁ ଜବତ କରି ଡାକ୍ତରଖାନାକୁ ପଠାଇବା ସହିତ ଘଟଣାସ୍ଥଳରେ ଯାଞ୍ଚ କରିଛି।
Politics
ନିଜକୁ ଚାବୁକରେ ମାରିଲେ ଆନ୍ନାମଲାଇ, ଦେଖନ୍ତୁ ଭିଡିଓ
ଆନ୍ନା ୟୁନିଭର୍ସିଟି କ୍ୟାମ୍ପସରେ ଦୁଷ୍କର୍ମର ଶିକାର ହୋଇଥିବା ପୀଡ଼ିତାଙ୍କ ପାଇଁ ନ୍ୟାୟ ଦାବି କଲେ। ୪୮ ଦିନ ଉପବାସରେ ରହିବେ ଓ ଚପଲ ନପିନ୍ଧିବାକୁ କରିଛନ୍ତି ଘୋଷଣା।