ଏସିଆନ୍‌ ଆଥଲେଟିକ୍‌ ଚାମ୍ପିୟନସିପ୍ ପାଇଁ ସଜେଇ ହେଉଛି କଳିଙ୍ଗ ଷ୍ଟାଡିୟମ: ଷ୍ଟାଡିୟମରେ ଦର୍ଶକ ଅନୁଭବ କରିବେ ବେଳାଭୂମିର ପରିବେଶ

ଭୁବନେଶ୍ୱର:ଏସିଆନ୍ ଆଥଲେଟିକ୍‌ ଚାମ୍ପିୟନସିପ୍ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଏହି ଅବସରରେ ଷ୍ଟାଡିୟମ ପରିସରରେ ଦେଖିବାକୁ ମିଳିବ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳାକୃତି। ଏସିଆନ୍ ଆଥଲେଟିକ ଚାମ୍ପିୟନସିପ ପାଇଁ ଜୋରଦାର ଚାଲିଛି ପ୍ରୟାସ।  ବିଏମସି ପକ୍ଷରୁ ଷ୍ଟ୍ରିଟ୍ ଲାଇଟ୍, ପରିମଳ, ଓ୍ୱାଲ୍ ପେଣ୍ଟିଂ କାମ ଶେଷ ହୋଇଛି। ଅନ୍ୟପଟେ ଷ୍ଟାଡ଼ିୟମ ଭିତରେ ଲୋକେ ଅନୁଭବ କରିବେ ପୁରୀ ବେଳାଭୂମିର ପରିବେଶ। ୪୫ଟି ଦେଶର ଆଥଲେଟଙ୍କ ଦୃଷ୍ଟି ଆକର୍ଷଣ କରିବ ଏହି କଳାକୃତ୍ତି। ବାଲିରେ ବିଶ୍ୱର ବଡ ବଡ ଆଥଲେଟ୍ଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରାଯିବ। ୯ ଟନ୍ ବାଲିରେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ତିଆରି କରିବେ ଏସବୁ କଳାକୃତି । ଏଥିରେ ଓଡ଼ିଶାର ସଂସ୍କୃତି, ଐତିହ୍ୟ ଓ ପରମ୍ପରାର ଝଲକ ବି ରହିବ।

ଆହୁରି ପଢ଼ନ୍ତୁ

ଘରୋଇ ଦଳକୁ ଧୂଳି ଚଟାଇଲା ୱେଷ୍ଟଇଣ୍ଡିଜ୍

ପୁଣି ଭଉଣୀଙ୍କ ନାମରେ ଅଭିଯୋଗ ଆଣିଲେ ଦୂତୀ, କହିଲେ ଭାଇ-ଭାଉଜଙ୍କୁ ଘରେ ପୂରାଇ ଦେଉନାହାନ୍ତି ସରସ୍ୱତୀ

ସମଲିଙ୍ଗୀ ସମ୍ପର୍କକୁ ନେଇ ସାଂଘାତିକ୍‌ ଅଭିଯୋଗ ଆଣିଲେ ଦୂତୀ

ଫେସବୁକରୁ ବିଏମଡବ୍ଲୁ ପୋଷ୍ଟ ଡିଲିଟ୍ କଲେ ଦୂତୀ

ପ୍ରଥମ ଟେଷ୍ଟ: ୩୧୮ରେ ଇଣ୍ଡିଜ୍‌ ଅଲଆଉଟ, ୯୯ ରନ୍‌ ପଛରେ ଇଂଲଣ୍ଡ

ବିଏମ୍‌ଡବ୍ଲ୍ୟୁ କାର୍‌ ବିକିବାକୁ ଚାହୁଁଛନ୍ତି ଦୂତୀ ଚାନ୍ଦ, ଜାଣନ୍ତୁ କାହିଁକି?

ଯଦି ସୁନୀଲ ଗାଭାସ୍କରଙ୍କ ବାମ କାନରେ ନଥା’ନ୍ତା ସେହି ଛୋଟ ଜାଇ…

ଗାବ୍ରିଏଲ ଓ ହୋଲ୍ଡରଙ୍କ ଚମକ, ବ୍ୟାକଫୁଟ୍‌ରେ ଇଂଲଣ୍ଡ

ଏସିଆ କପ୍ ସ୍ଥଗିତ

ଭୂତ ଦେଖିଥିଲେ ସୌରଭ ଗାଙ୍ଗୁଲି!

କାହିଁକି ୫ ବର୍ଷ ପାଇଁ ଦାଦାଙ୍କୁ ଟିମ୍‌ରୁ ବାଦ ଦେଇଥିଲା ବିସିସିଆଇ

ଧୋନିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଏମିତି ଟ୍ୱିଟ୍ କଲେ ସେହୱାଗ୍ ଓ କୈଫ