ନୂଆଦିଲ୍ଲୀ: ଆସନ୍ତା ଅକ୍ଟୋବରରେ ହେବାକୁ ଥିବା ୨୦୧୬ ଓମେନ୍ ଟେନିସ୍ ଆସୋସିଏସନ୍ ଫାଇନାଲର ପ୍ରଥମ ମହିଳା ଯୋଡି ଭାବେ ଭାରତର ସାନିଆ ମିର୍ଜା ଓ ତାଙ୍କ ସ୍ୱିସ୍ ଯୋଡି ମାର୍ଟିନା ହିଙ୍ଗିସ୍ ଯୋଗ୍ୟତା ଅର୍ଜନ କରିଛନ୍ତି।
୩ ଥର ଡବ୍ଲ୍ୟୁଟିଏ ଫାଇନାଲ୍ ଡବଲ୍ସ ଚାମ୍ପିଅନ୍ ହୋଇଥିବା ମାର୍ଟିନା ହିଙ୍ଗିସ୍ କହିଛନ୍ତି,“ ସାନିଆଙ୍କ ସହ ଏହି ଟୁର୍ଣ୍ଣାମେଣ୍ଟ ଖେଳିବାକୁ ଯୋଗ୍ୟତା ଅର୍ଜନ କରିଥିବାରୁ ମୁଁ ବହୁତ ଖୁସି। ଗତବର୍ଷ ସିଙ୍ଗାପୁରରେ ହୋଇଥିବା ଟୁର୍ଣ୍ଣାମେଣ୍ଟରେ ଆମେ ଦୁହେଁ ବେଶ୍ ଭଲ ପ୍ରଦର୍ଶନ କରିଥିଲୁ। ଚଳିତ ବର୍ଷ ମଧ୍ୟ ଆମେ ସେହିପରି ପ୍ରଦର୍ଶନ କରିବାକୁ ଚେଷ୍ଠା କରିବେ।”
ଚଳିତବର୍ଷ ବିଶ୍ୱ ମାନ୍ୟତାର ଏକ ନମ୍ବର ସ୍ଥାନରେ ଥିବା ସାନିଆ-ହିଙ୍ଗିସ୍ ଯୋଡି ଅଷ୍ଟ୍ରେଲିଆନ୍ ଓପନ୍ ସମେତ ୫ଟି ଟାଇଟେଲ୍ ହାତେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ଲାଟଫର୍ମରେ ଶୋଉଥିଲା, ଟ୍ରେନରେ ଦୁଷ୍କର୍ମ ପରେ ମାରୁଥିଲା
ଅଭିଯୁକ୍ତ ଜଣକ ବିଭିନ୍ନ ଷ୍ଟେସନର ପ୍ଲାଟଫର୍ମରେ ଶୋଉଥିଲା। ସୁବିଧା ଦେଖି ବିଭିନ୍ନ ଟ୍ରେନରେ ଚଢ଼ୁଥିଲା। ଏହି ସମୟରେ ଏକାକୀ ଯାତ୍ରା କରୁଥିବା ଲୋକଙ୍କୁ ସେ ଟାର୍ଗେଟ କରୁଥିଲା।
Crime
ଗଣଦୁଷ୍କର୍ମ ପରେ ନର୍ସଙ୍କ ଗୁପ୍ତାଙ୍ଗରେ ଲଙ୍କା ଗୁଣ୍ତ ଓ ବାଡ଼ି ଭର୍ତ୍ତି କରିଦେଲେ!
ନର୍ସଙ୍କ ଗୁପ୍ତାଙ୍ଗରେ ସେମାନେ ଲଙ୍କା ଗୁଣ୍ଡ ଓ ବାଡ଼ି ପୂରାଇ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି।
Politics
ମହାରାଷ୍ଟ୍ର ବିପର୍ଯ୍ୟୟ ପାଇଁ କଂଗ୍ରେସକୁ ଦାୟୀ କଲା ଟିମ ଠାକରେ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିରୋଧୀ ମେଣ୍ଟ ଏମଭିଏର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ କଂଗ୍ରେସକୁ ଦାୟୀ କରିଛି ଟିମ ଠାକରେ।
Politics
ମୁଖ୍ୟମନ୍ତ୍ରୀ ପଦ ସହ ଅଧା କ୍ୟାବିନେଟ ନିଜ ପାଖରେ ରଖିବ ବିଜେପି, ସିନ୍ଦେ ସେନାକୁ ମିଳିବ...
ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସଂଖ୍ୟା ସର୍ବାଧିକ ୪୩ ହୋଇପାରିବ। ଏହା ମଧ୍ୟରୁ ଅଧା ବିଭାଗ ବିଜେପି ନିଜ ପାଖରେ ରଖିବ ବୋଲି କୁହାଯାଉଛି।
Politics
ଝାଡ଼ଖଣ୍ଡରେ ନୂଆ ସରକାର, ଶପଥ ନେଲେ ହେମନ୍ତ ସୋରେନ
ଝାଡଖଣ୍ଡର ୧୪ଶ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ହେମନ୍ତ ସୋରେନ। ଶକ୍ତି ପ୍ରଦର୍ଶନ କଲା ଇଣ୍ଡିଆ ମେଣ୍ଟ।