ନ୍ୟୁୟର୍କ: ଇତିହାସ ରଚିଲେ ଭାରତୀୟ ଟେନିସ୍ ଷ୍ଟାର ସାନିଆ ମିର୍ଜା। ସାନିଆ ସୁଇଜରଲାଣ୍ଡର ମାର୍ଟିନା ହିଙ୍ଗିସଙ୍କ ମିଶି ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମର ମହିଳା ଡବଲ୍ସ ଟାଇଟଲ୍ ଜିତିଛନ୍ତି। ପ୍ରଥମ ଭାରତୀୟ ଭାବେ ୟୁଏସ୍ ଓପନର ମହିଳା ଡବଲ୍ସ ଟାଇଟଲ୍ ଜିତିଛନ୍ତି ସାଇନା। ଗତକାଲି ଖେଳାଯାଇଥିବା ଫାଇନାଲରେ ଟପ୍ ସିଡ୍ ସାନିଆ ଓ ହିଙ୍ଗିସଙ୍କ ଯୋଡି ଚତୁର୍ଥ ସିଡ୍ କାସି ଡେଲାକ୍ୱା ଏବଂ ୟାରୋସ୍ଲାଭା ଶ୍ୱେଡୋଭାଙ୍କ ଯୋଡିକୁ ୬-୩, ୬-୩ ସେଟରେ ପରାସ୍ତ କରି ଚାମ୍ପିୟନ୍ ହୋଇଛନ୍ତି। ହିଙ୍ଗିସ ଓ ସାନିଆଙ୍କ ଏହା ଲଗାତର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ୍ ଟାଇଟଲ୍ । ଏହି ଯୋଡି ଚଳିତ ବର୍ଷ ୱିମ୍ୱେଲଡନ ଟାଇଟଲ ମଧ୍ୟ ଜିତିଥିଲେ। ହିଙ୍ଗିସଙ୍କ ମଧ୍ୟ ଚଳିତ ୟୁଏସ୍ ଓପନର ଏହା ଦ୍ୱିତୀୟ ଟାଇଟଲ। ସେ ଭାରତର ଲିଆଣ୍ଡର ପେସଙ୍କ ସହ ମିଶି ମିକ୍ସଡ ଡବଲ୍ସ ଟ୍ରଫି ଜିତିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।