ନୂଆଦିଲ୍ଲୀ: ଭାରତୀୟ ଟେନିସ୍ ଷ୍ଟାର ସାନିଆ ମିର୍ଜା ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜିଙ୍କ ଠାରୁ ପଦ୍ମଭୂଷଣ ଉପାଧି ଗ୍ରହଣ କରିଛନ୍ତି। କ୍ରୀଡା କ୍ଷେତ୍ରରେ ତାଙ୍କର ଅବଦାନ ପାଇଁ ତାଙ୍କୁ ଏହି ସମ୍ମାନ ମିଳିଛି। ଏନେଇ ଚଳିତବର୍ଷ ଗଣତନ୍ତ୍ର ଦିବସରେ ତାଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ନାମ ଘୋଷଣା କରାଯାଇଥିଲା।
ସାନିଆ ଓ ତାଙ୍କ ସ୍ୱିସ୍ ଯୋଡି ମାର୍ଟିନା ହିଙ୍ଗସ୍ ଲଗାତାର ଭାବେ ୪୧ଟି ମ୍ୟାଚ୍ ଜିତି ଟେନିସ୍ ଦୁନିଆରେ ଇତିହାସ ରଚିଥିଲେ। ଚଳିତବର୍ଷ କତାର ଓପନ୍ର କ୍ୱାର୍ଟର ଫାଇନାଲରେ ପରାଜିତ ହେବା ପରେ ଏହି ଧାରାରେ ବାଧା ସୃଷ୍ଟି ହୋଇଥିଲା। ଏହି ଯୋଡ଼ି ଏକାଠି ୧୦ଟି ଟାଇଟେଲ୍ ଜିତିଛନ୍ତି।
[embed]https://twitter.com/MirzaSania/status/719795621083807744?ref_src=twsrc%5Etfw[/embed]
ଏନେଇ ସେ ତାଙ୍କ ଟ୍ୱିଟରରେ ଖୁସି ବ୍ୟକ୍ତ କରିଛନ୍ତି।
ପୂର୍ବରୁ ସାଇନା ନେହୱାଲ୍ଙ୍କୁ ପଦ୍ମଭୂଷଣ ଓ ଆର୍ଚ୍ଚର ଦୀପିକା କୁମାରୀଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ ଦିଆଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କିଏ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ମୋଦିଙ୍କ କୋର୍ଟକୁ ବଲ ଫିଙ୍ଗିଲେ ଏକନାଥ ସିନ୍ଦେ
ବିଜେପି ହାଇକମାଣ୍ଡଙ୍କ କଥା ସିନ୍ଦେ ମାନିବେ ବୋଲି କହି ସାରିଥିବାରୁ ଦେବେନ୍ଦ୍ର ଫଡନାଭିସ ମୁଖ୍ୟମନ୍ତ୍ରୀ ହେବା ଏକପ୍ରକାରର ସ୍ପଷ୍ଟ ହୋଇସାରିଛି।
Politics
ହଜମ ହେଉନି ପରାଜୟ, EVM ହଟାଅ ଅଭିଯାନ ଆରମ୍ଭ କରିବେ ବିରୋଧୀ!
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିଜେପି, ଶିବସେନା ଓ ଏନସିପିକୁ ନେଇ ଗଠିତ ମହାୟୁତିର ବିଜୟ ହୋଇଛି। ହେଲେ ଏହାକୁ ଆରମ୍ଭରୁ ହିଁ ବିରୋଧୀ ଏମଭିଏ ବିରୋଧ କରି ଆସୁଛି।
National
ରାପ୍ପର ବାଦଶାହଙ୍କ କ୍ଲବ ଆଗରେ ବିସ୍ଫୋରଣ, ନିଜକୁ ଦାୟୀ କଲା ଏହି ଗ୍ୟାଙ୍ଗଷ୍ଟର
ବିସ୍ଫୋରଣ ପଛର କାରଣ ଜଣପଡ଼ି ନଥିବା ବେଳେ ଏବେ ଏଥିପାଇଁ କାନାଡାରେ ରହିଥିବା କୁଖ୍ୟାତ ଗ୍ୟାଙ୍ଗଷ୍ଟର ଗୋଲ୍ଡୀ ବ୍ରାର ନିଜକୁ ଦାୟୀ କରିଛି।
National
ପତ୍ନୀଙ୍କ ସହ ପାଟିତୁଣ୍ଡ କରି ଘରେ ଲଗାଇ ଦେଲେ ନିଆଁ, ପାଉଁଶ ହେବା ଯାଏ ଛିଡ଼ା ହୋଇ ରହିଲେ
ପତ୍ନୀଙ୍କ ସହ ପାଟିତୁଣ୍ଡ କରି ସେ ଘରର ଜିନିଷ ଭଙ୍ଗା ରୁଜା କରିବା ସହ ସେଥିରେ ନିଆଁ ଲଗାଇ ଦେଇଛନ୍ତି।
National
ଅଡୁଆରେ ମହାୟୁତି! ଶିବସେନା କହିଲା ଉପମୁଖ୍ୟମନ୍ତ୍ରୀ ପଦ ସ୍ୱୀକାର କରିବେନି ଏକନାଥ
ମହାରାଷ୍ଟ୍ରରେ ମହାୟୁତିର ବଡ଼ ବିଜୟ ପରେ ମଧ୍ୟ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଲାଗି ରହିଛି ଛକାପଞ୍ଝା।