କଟକ (ଓଡ଼ିଶା ରିପୋର୍ଟର): ୱେଷ୍ଟବେଙ୍ଗଲରେ ଚାଲିଥିବା ୭୪ତମ ଜାତୀୟ ଫୁଟବଲ ଚାମ୍ପିୟନଶିପ୍ ସନ୍ତୋଷ ଟ୍ରଫିରେ ଓଡ଼ିଶା ତା'ର ଦ୍ୱିତୀୟ ମ୍ୟାଚରେ ପରାସ୍ତ ହୋଇଛି। ଗୁରୁବାର ଖେଳାଯାଇଥିବା ମ୍ୟାଚରେ ଓଡ଼ିଶା ୦-୪ ଗୋଲରେ ଆୟୋଜକ ୱେଷ୍ଟ ବେଙ୍ଗଲ ନିକଟରୁ ହାରିଯାଇଛି।
ତେବେ ବିଜୟ ସହ ୱେଷ୍ଟ ବେଙ୍ଗଲ୍ ଇଷ୍ଟଜୋନ୍ କ୍ୱାଲିଫାଇଙ୍ଗ୍ ରାଉଣ୍ଡରେ ପ୍ରବେଶ କରିଛି। ଏହି ମ୍ୟାଚରେ ଓଡ଼ିଶା ଉଭୟାର୍ଦ୍ଧରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିଲା। ମ୍ୟାଚର ପ୍ରଥମାର୍ଦ୍ଧରେ ୱେଷ୍ଟ ବେଙ୍ଗଲ ଗୋଟିଏ ଗୋଲ୍ ଦେଇଥିବା ବେଳେ ଦ୍ୱିତୀୟାର୍ଦ୍ଧରେ ତିନୋଟି ଗୋଲ୍ ସ୍କୋର କରିଥିଲା।
ୱେଷ୍ଟ ବେଙ୍ଗଲ ପକ୍ଷରୁ ଅର୍ଜୁନ ଟୁଡୁ ଦୁଇଟି (ସପ୍ତମ ଓ ୬୩ତମ) ଗୋଲ୍ ଦେଇଥିବା ବେଳେ ସୁରୋଜିତ୍ ସିଅଲ୍ (୫୪ତମ) ଓ ମହମ୍ମଦ ଫରିଦ୍ (୫୬ତମ) ଗୋଟିଏ ଲେଖାଏ ଗୋଲ୍ ଦେଇଥିଲେ। ଏହା ପୂର୍ବରୁ ଓଡ଼ିଶା ତା'ର ପ୍ରଥମ ମ୍ୟାଚରେ ବିହାରକୁ ୪-୧ ଗୋଲରେ ପରାସ୍ତ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୂର୍ବତନ ଗୃହ ସଚିବ ଅଜୟ ଭଲ୍ଲା ମଣିପୁର ରାଜ୍ୟପାଳ
କେରଳ ଓ ବିହାର ରାଜ୍ୟପାଳଙ୍କୁ ଅଦଳବଦଳ କରାଯାଇଛି। କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ବିହାରକୁ ବଦଳି କରାଯାଇଥିବା ବେଳେ ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ କେରଳର ରାଜ୍ୟପାଳ କରାଯାଇଛି।
National
ମିଲିଟାରୀ ଅଞ୍ଚଳରୁ ମିଳିଲା ନିଖୋଜ ନାବାଳିକାଙ୍କ ମୃତଦେହ, ପରିବାର ଲୋକ ଆଣିଲେ ଦୁଷ୍କର୍ମ ଅଭିଯୋଗ
ଗତକାଲି ସନ୍ଧ୍ୟାରୁ ନାବାଳିକା ଜଣଙ୍କ ନିଖୋଜ ରହିଥିଲେ। ବାପା ମା’ ରାତି ତମାମ ନିଖୋଜ ଝିଅକୁ ଖୋଜିଥିଲେ ହେଁ କୌଣସି ପ୍ରକାରର ସୁଫଳ ପାଇ ନଥିଲେ।
National
୩୫୦ ଫୁଟ ତଳକୁ ଖସିଲା ସେନା ଗାଡ଼ି, ୫ ଯବାନ ମୃତ
ବର୍ତ୍ତମାନ ସୁଦ୍ଧା ୫ ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତ ଯବାନମାନଙ୍କୁ ଉଦ୍ଧାର କରାଯାଇ ଏବେ ହସ୍ପିଟାଲରେ ଭର୍ତ୍ତି କରାଯାଉଛି।
Politics
ଅନାସ୍ଥା ପ୍ରସ୍ତାବକୁ ନେଇ ମୁହଁ ଖୋଲିଲେ ରାଜ୍ୟସଭା ଅଧ୍ୟକ୍ଷ: କହିଲେ- ବାଇପାସ ସର୍ଜରୀ ପାଇଁ ପରିବାର କଟା ଛୁରୀ
ଆଜି ପ୍ରଥମଥର ପାଇଁ ଉପ ରାଷ୍ଟ୍ରପତି ତଥା ରାଜ୍ୟସଭାର ଅଧ୍ୟକ୍ଷ ଜଗଦୀପ ଧନଖଡ଼ ଏହି ଅନାସ୍ଥା ପ୍ରସ୍ତାବ ଉପରେ ମୁହଁ ଖୋଲିଛନ୍ତି।
National
ଆମ୍ବେଦକର ବିବାଦ: ରଣକ୍ଷେତ୍ର ପାଲଟିଲା ପୌରପାଳିକାର ବୈଠକ
ନିକଟରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସମ୍ବିଧାନ ପ୍ରଣେତା ବିଆର ଆମ୍ବେଦକରଙ୍କ ସମ୍ପର୍କରେ କରିଥିବା ଟିପ୍ପଣୀ ପ୍ରସଙ୍ଗ ପୌରପାଳିକା ବୈଠକରେ ଉଠିଥିଲା।