ନୂଆଦିଲ୍ଲୀ: ବିଶ୍ୱ ହକି ଚାମ୍ପିଅନ୍ସଟ୍ରଫିରେ ଗତକାଲି ଅଷ୍ଟ୍ରେଲିଆଠାରୁ ପରାଜିତ ହେବା ପରେ ଭାରତକୁ ରୌପ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡିଛି। ଏହି ପରାଜୟ ସତ୍ତ୍ୱେ ଦଳର ପ୍ରଦର୍ଶନକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି ଏଫ୍ଆଇଏଚ୍ ଚାମ୍ପିଅନ୍ସ ଟ୍ରଫି ପାଇଁ ବିଶ୍ରାମ ନେଇଥିବା ସର୍ଦ୍ଦାର ସିଂହ।
ସେ ତାଙ୍କ ଟ୍ୱିଟର ପୃଷ୍ଠାରେ ଟ୍ୱିଟ୍ କରି କହିଛନ୍ତି,“ ବିଶ୍ୱ ହକି ଚାମ୍ପିଅନ୍ସଟ୍ରଫିର ଫାଇନାଲରେ ଆମ ଦଳର ଖେଳାଳିମାନେ ଶ୍ରେଷ୍ଠ ପ୍ରର୍ଦଶନ କରିଛନ୍ତି। ରୌପ୍ୟ ପଦକ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଉଛି। ଆମେ ପୁଣି ଥରେ ଦେଶ ପାଇଁ କଠିନ ପରିଶ୍ରମ କରି ଗୌରବ ଆଣିବୁ।”
ପିଆର ଶ୍ରୀଜେସଙ୍କ ନେତୃତ୍ୱରେ ଗତକାଲି ଲଣ୍ଡନରେ ଭାରତ-ଅଷ୍ଟ୍ରେଲିଆକୁ ଭେଟିଥିଲା। ଦଳ ସଂଘର୍ଷପୂର୍ଣ୍ଣ ମ୍ୟାଚ୍ ଖେଳି ୧-୩ରେ ପରାଜିତ ହୋଇଥିଲା। ଏକ ବିବାଦୀୟ ଫିଲ୍ଡ ଗୋଲ ଯୋଗୁଁ ଦଳ ପରାଜିତ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଗଣଦୁଷ୍କର୍ମ ପରେ ନର୍ସଙ୍କ ଗୁପ୍ତାଙ୍ଗରେ ଲଙ୍କା ଗୁଣ୍ତ ଓ ବାଡ଼ି ଭର୍ତ୍ତି କରିଦେଲେ!
ନର୍ସଙ୍କ ଗୁପ୍ତାଙ୍ଗରେ ସେମାନେ ଲଙ୍କା ଗୁଣ୍ଡ ଓ ବାଡ଼ି ପୂରାଇ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି।
Politics
ମହାରାଷ୍ଟ୍ର ବିପର୍ଯ୍ୟୟ ପାଇଁ କଂଗ୍ରେସକୁ ଦାୟୀ କଲା ଟିମ ଠାକରେ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିରୋଧୀ ମେଣ୍ଟ ଏମଭିଏର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ କଂଗ୍ରେସକୁ ଦାୟୀ କରିଛି ଟିମ ଠାକରେ।
Politics
ମୁଖ୍ୟମନ୍ତ୍ରୀ ପଦ ସହ ଅଧା କ୍ୟାବିନେଟ ନିଜ ପାଖରେ ରଖିବ ବିଜେପି, ସିନ୍ଦେ ସେନାକୁ ମିଳିବ...
ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସଂଖ୍ୟା ସର୍ବାଧିକ ୪୩ ହୋଇପାରିବ। ଏହା ମଧ୍ୟରୁ ଅଧା ବିଭାଗ ବିଜେପି ନିଜ ପାଖରେ ରଖିବ ବୋଲି କୁହାଯାଉଛି।
Politics
ଝାଡ଼ଖଣ୍ଡରେ ନୂଆ ସରକାର, ଶପଥ ନେଲେ ହେମନ୍ତ ସୋରେନ
ଝାଡଖଣ୍ଡର ୧୪ଶ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ହେମନ୍ତ ସୋରେନ। ଶକ୍ତି ପ୍ରଦର୍ଶନ କଲା ଇଣ୍ଡିଆ ମେଣ୍ଟ।
Crime
ପ୍ରେମିକାକୁ ମାରି ୫୦ ଖଣ୍ଡ କଲା ପ୍ରେମିକ
ପ୍ରେମିକା ସହ ଲିଭ୍-ଇନରେ ରହି ଝାଡ଼ଖଣ୍ଡରେ ଅନ୍ୟ ମହିଳାଙ୍କୁ ଲୁଚି ଲୁଚି କରିଥିଲା ବିବାହ। ଧରାପଡ଼ିଯିବା ଭୟରେ ପ୍ରେମିକାକୁ ହତ୍ୟା କରି ୫୦ ଖଣ୍ଡ କରିଦେଲା ନରହନ୍ତା ପ୍ରେମିକ।