ନୂଆଦିଲ୍ଲୀ: ଭାରତ-ପାକିସ୍ତାନ ସିରିଜ ନେଇ ଅନିଶ୍ଚିତତା ଲାଗି ରହିଛି। ଶନିବାର ଦୁବାଇରେ ବିସିସିଆଇ ମୁଖ୍ୟ ଶଶାଙ୍କ ମନୋହର ଓ ପିସିବି ମୁଖ୍ୟ ଶାହାରିୟାର ଖାନଙ୍କ ମଧ୍ୟରେ ବୈଠକ ହେବାର ଥିଲା। ତେବେ ଏହି ବୈଠକ ହୋଇପାରିନାହିଁ। ସୂଚନା ଅନୁଯାୟୀ ଦୁବାଇରେ ଥିବା ଆଇସିସି କାର୍ଯ୍ୟାଳୟକୁ ବିସିସିଆଇ ମୁଖ୍ୟ ଓ ପିସିବି ମୁଖ୍ୟ ଯାଇଥିଲେ। ସେଠାରେ ଶଶାଙ୍କ ମନୋହର ଗଭର୍ଣ୍ଣନିଂ ବଡିର ଦାୟିତ୍ୱ ନେବା ନେଇ ବ୍ୟସ୍ତ ରହିଥିଲା ବେଳେ ଶାହାରିୟାର ରବିବାର ସକାଳୁ ବିମାନ ଯୋଗେ ପାକିସ୍ତାନକୁ ଫେରି ଯାଇଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ହେବାକୁ ଥିବା ଆଲୋଚନା ହୋଇପାରି ନ ଥିବା ଜଣାପଡିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ରାଜସ୍ଥାନ ରାଜ ପ୍ରାସାଦରେ ଉତ୍ତେଜନା, ୩ ଆହତ
ମେୱଡା ପୂର୍ବତନ ରାଜ ପରିବାରର ମୁଖିଆ ଭାବେ ବିଜେପି ନେତା ବିଶ୍ୱରାଜ ସିଂହଙ୍କ ରାଜାଭିଶେକକୁ ବିରୋଧରୁ ଉତ୍ତେଜନା।
National
ଡିଜିଟାଲ ଆରେଷ୍ଟ: ନକଲି ପୁଲିସ ସାଜି ବୃଦ୍ଧାଙ୍କଠାରୁ ଠକି ନେଲେ ୩.୮ କୋଟି
ମହିଳା ଜଣଙ୍କୁ ଏତେ ମାତ୍ରାରେ ଭୟଭୀତ କରାଯାଇଥିଲା ଯେ, ତାଙ୍କୁ ଏକ ମାସ ଧରି ହ୍ୱାଟ୍ସ୍ଆପ୍ରେ ଭିଡିଓ କଲ୍ରେ ରଖାଯାଇଥିଲା।
National
ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ
ମହାରାଷ୍ଟ୍ର ବିଧାନସଭାର କାର୍ଯ୍ୟକାଳ ଆଜି ତଥା ନଭେମ୍ବର ୨୬ରେ ଶେଷ ହେଉଛି।
National
RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
ଗତକାଲି ରାତିରେ ଶକ୍ତିକାନ୍ତ ଦାସ ଛାତିରେ ଜଳାପୋଡା ସାଙ୍ଗକୁ ଯନ୍ତ୍ରଣା ଅନୁଭବ କରିଥିଲେ। ଏହାପରେ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
National
ରାପର୍ ବାଦଶାହଙ୍କ ନାଇଟ୍ କ୍ଲବ୍ ବାହାରେ ବିସ୍ଫୋରଣ
ଦୁଇ ଜଣ ଦୁର୍ବୃତ୍ତ ବାଇକ୍ରେ ଆସି ନାଇଟ୍ କ୍ଲବ୍ ନିକଟରେ ବିସ୍ଫୋରକ ସାମଗ୍ରୀ ଫିଙ୍ଗି ଚାଲି ଯାଇଥିବା ସୂଚନା ମିଳିଛି।