ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମୁମ୍ବାଇର କ୍ରିକେଟ୍ ପଡ଼ିଆରେ ବେଲଜିୟମ୍ ରାଜ ଦମ୍ପତି। ତାହାପୁଣି, ନୱାବ ଅଫ୍ ନଜବଗଡ଼ ବିରେନ୍ଦ୍ର ସେହୱାଗଙ୍କ ସହ। ଭାରତ ଭ୍ରମଣରେ ଆସିଥିବା ବେଲଜିୟମ୍ ରାଜା ଫିଲିପ୍ ଏବଂ ରାଣୀ ମାଥିଡୋ ଆଜି ମୁମ୍ବାଇରେ କ୍ରିକେଟର ମଜା ଉଠାଇଛନ୍ତି। ଏହି ଅବସରରେ ସେହୱାଗ ରାଜ ଦମ୍ପତିଙ୍କୁ କ୍ରିକେଟ୍ ଖେଳ ବିଷୟରେ ଶିଖାଇଥିଲେ। ନିଜ ବ୍ୟସ୍ତବହୁଳ ଗସ୍ତ ମଧ୍ୟରୁ ବେସ୍ କିଛି ସମୟ ବାହାର କରିଥିଲେ ଏହି ଅତିଥି। କ୍ରିକେଟ ପରେ ପଡ଼ଇାରେ ଥିବା ଛୋଟ ପିଲାଙ୍କ ସହ କିଛି ମୁହୂର୍ତ୍ତ ବିତାଇଥିଲେ ଉଭୟ ଦମ୍ପତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷତ ପରେ ମୁମ୍ବାଇ ଆସିଥିଲେ ଉଭୟ। ମୁମ୍ବାଇ ଆସିବା ପରେ ତାଙ୍କୁ ସ୍ୱାଗତ କରିଥିଲେ ରାଜ୍ୟପାଳ ବିଦ୍ୟାସାଗର ରାଓ ଏବଂ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାନଭିସ୍। ଏହି ଅବସରରେ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ବେଲଜିଅମ୍ ରାଷ୍ଟ୍ର ମୁଖ୍ୟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।