ମୁମ୍ବାଇ: କୋଲକାତା ନାଇର୍ଟ ରାଇଡର୍ସର ମାଲିକ ଶାହରୁଖ ଖାନଙ୍କୁ ନୋଟିସର ଜାରି କରିଛନ୍ତି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। କୋଲାକାତା ନାଇଟ୍ ରାଇଡର୍ସର ସେୟାର ବିକ୍ରି ଘଟଣାରେ ଇଡି ତାଙ୍କୁ ନୋଟିସ୍ ଜାରି କରିଛନ୍ତି। ଏହି ସେୟାର ବିକ୍ରି ବେଳେ ବିଦେଶୀ ମୁଦ୍ରା ଆଇନ ଉଲ୍ଲଂଘନ କରିଛନ୍ତି ବୋଲି ଅଭିଯୋଗ ହୋଇଛି। ଚଳିତ ମାସ ଶେଷ ସୁଦ୍ଧା ଇଡିଙ୍କ ନିକଟରେ ହାଜର ହେବା ଲାଗି ନିର୍ଦ୍ଦେଶ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜଳୁଛି ମଣିପୁର: ବିଜେପି-କଂଗ୍ରେସ ଅଫିସ୍ରୁ ଲୁଟ୍, ଜଣେ ମୃତ
ଜିବିରାମ ଜିଲ୍ଲାର ବାବୁପୁରାରେ ସ୍ଥିତ ବିଜେପି ଓ କଂଗ୍ରେସ ଅଫିସରେ ବିକ୍ଷୋଭକାରୀମାନେ ପଶି ଭଙ୍ଗାରୁଜା କରିବା ସହ ଲୁଟ୍ କରିଥିଲେ।
National
ପଶ୍ଚିମବଙ୍ଗରେ ହିଂସା, କର୍ଫ୍ୟୁ ଲାଗୁ, ଇଣ୍ଟରନେଟ୍ ସେବା ବନ୍ଦ
ଏହି ମାମଲାରେ ପୁଲିସ ୧୫ ଜଣଙ୍କୁ ଗିରଫ କରିଛି।
National
ଭୟଙ୍କର ବାୟୁ ପ୍ରଦୂଷଣ, ସ୍କୁଲ ବନ୍ଦ, GRPA 4 ଲାଗୁ
ଶିଶୁ, ବରିଷ୍ଠ ନାଗରିକ ଏବଂ ହୃଦରୋଗ ଓ ଶ୍ୱାସ ଜନିତ ସମସ୍ୟା ଥିବା ରୋଗୀଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି।
National
ଦିଲ୍ଲୀ ବାୟୁର ମାନ 'ସିଭିୟର ପ୍ଲସ୍', ସୋମବାରଠୁ ଅନଲାଇନ୍ କ୍ଲାସ୍
ଦିଲ୍ଲୀରେ ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ୪୫୭ ସ୍ତରରେ ପହଞ୍ଚିଛି। ଯେଉଁଥିପାଇଁ ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ (CAQM) ସୋମବାର ସକାଳ ୮ଟାରୁ ଦିଲ୍ଲୀ ଏନସିଆରରେ GRAP-4 କାର୍ଯ୍ୟକାରୀ କରିବାକୁ ଘୋଷଣା କରିଛି।
Crime
ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବାରୁ ଅଢ଼େଇ ଲକ୍ଷ ଫାଇନ, ଲାଇସେନ୍ସ ରଦ୍ଦ
ଥ୍ରିସୁର ମେଡିକାଲ କଲେଜକୁ ରୋଗୀ ନେଇ ଯାଉଥିବା ଏକ ଆମ୍ବୁଲାନ୍ସକୁ ରାସ୍ତା ଛାଡ଼ିନଥିଲେ କାର ଚାଳକ। ସୋଶାଲ ମିଡିଆରେ ଭାଇରାଲ ହେଉଛି ଭିଡିଓ।