ରାଜ୍ୟ ବନ୍ଧୁକ ଚାଳନା ପ୍ରତିଯୋଗିତାରେ ସାମିଲ ହେଲେ ୨୦୦ ପ୍ରତିଯୋଗୀ

ଭୁବନେଶ୍ୱର: ଆଜି କଳିଙ୍ଗ ଷ୍ଟାଡିୟମରେ ୬ଷ୍ଠ ରାଜ୍ୟ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟକ୍ରୀଡ଼ା ସଚିବ ବିଶାଲ ଦେବ ଏହି ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିବା ବେଳେ ଅନ୍ୟତମ ଅତିଥିଭାବେ ଆନ୍ତର୍ଜାତିକ ସୁଟର୍‌ ଅମୀତାଭ ଚାଟାର୍ଜୀ ଯୋଗଦେଇଥିଲେ। ଏହି ପ୍ରତିଯୋଗିତା ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ରାଜ୍ୟର କୋଣ ଅଣୁକୋଣରୁ ପ୍ରାୟ ୨୦୦ ଜଣ ପୁରୁଷ ଓ ମହିଳା ପ୍ରତିଯୋଗୀ ଅଶଂଗ୍ରହଣ କରିଛନ୍ତି।

shooting-bbsr

shooting-bbsr

Rakesh Mallick
  • Published: Thursday, 23 March 2017
  • Updated: 24 March 2017, 01:57 PM IST

Sports

Latest News

ଭୁବନେଶ୍ୱର: ଆଜି କଳିଙ୍ଗ ଷ୍ଟାଡିୟମରେ ୬ଷ୍ଠ ରାଜ୍ୟ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟକ୍ରୀଡ଼ା ସଚିବ ବିଶାଲ ଦେବ ଏହି ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିବା ବେଳେ ଅନ୍ୟତମ ଅତିଥିଭାବେ ଆନ୍ତର୍ଜାତିକ ସୁଟର୍‌ ଅମୀତାଭ ଚାଟାର୍ଜୀ ଯୋଗଦେଇଥିଲେ। ଏହି ପ୍ରତିଯୋଗିତା ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ରାଜ୍ୟର କୋଣ ଅଣୁକୋଣରୁ ପ୍ରାୟ ୨୦୦ ଜଣ ପୁରୁଷ ଓ ମହିଳା ପ୍ରତିଯୋଗୀ ଅଶଂଗ୍ରହଣ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos