ରାଜ୍ୟ ସ୍ତରୀୟ ସଫ୍ଟବଲ୍ ପ୍ରତିଯୋଗିତା ଉଦ୍‌ଘାଟିତ

ପୁରୀ: ପୁରୀ ଇଣ୍ଡୋର ଷ୍ଟାଡିୟମ୍‌ରେ ଆଜି ରାଜ୍ୟ ସ୍ତରୀୟ ସଫ୍ଟବଲ୍ ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଛି। ପୁରୀ ନଗରପାଳ ଏହାକୁ ଉଦ୍‌ଘାଟନ କରିଛନ୍ତି। ଦୁଇ ଦିନ ଧରି ହେବାକୁ ଥିବା ଏହି ପ୍ରତିଯୋଗିତାରେ ବିଭିନ୍ନ ଜିଲ୍ଲଶରୁ ୨୬ଟି ଦଳ ଅଂଶଗ୍ରହଣ କରିଛନ୍ତି। ପୁରୁଷ ବିଭାଗରେ ୧୮ଟି ଦଳ ଭାଗ ନେଇଥିବା ବେଳେ ମହିଳା ବିଭାଗରେ ୮ଟି ଦଳ ଅଂଶ ଗ୍ରହଣ କରିଛନ୍ତି। ଏହି ପ୍ରତିଯୋଗିତାରେ ଯେଉଁ ଦଳ ବିଜୟୀ ହେବ ସେ ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବ।

softball

Rakesh Mallick
  • Published: Saturday, 24 December 2016
  • , Updated: 24 December 2016, 08:23 PM IST

ପୁରୀ: ପୁରୀ ଇଣ୍ଡୋର ଷ୍ଟାଡିୟମ୍‌ରେ ଆଜି ରାଜ୍ୟ ସ୍ତରୀୟ ସଫ୍ଟବଲ୍ ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଛି। ପୁରୀ ନଗରପାଳ ଏହାକୁ ଉଦ୍‌ଘାଟନ କରିଛନ୍ତି।

ଦୁଇ ଦିନ ଧରି ହେବାକୁ ଥିବା ଏହି ପ୍ରତିଯୋଗିତାରେ ବିଭିନ୍ନ ଜିଲ୍ଲଶରୁ ୨୬ଟି ଦଳ ଅଂଶଗ୍ରହଣ କରିଛନ୍ତି। ପୁରୁଷ ବିଭାଗରେ ୧୮ଟି ଦଳ ଭାଗ ନେଇଥିବା ବେଳେ ମହିଳା ବିଭାଗରେ ୮ଟି ଦଳ ଅଂଶ ଗ୍ରହଣ କରିଛନ୍ତି।

ଏହି ପ୍ରତିଯୋଗିତାରେ ଯେଉଁ ଦଳ ବିଜୟୀ ହେବ ସେ ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବ।

Related story