ଦ୍ୱିତୀୟ ଟି-୨୦: ଦକ୍ଷିଣ ଆଫ୍ରିକାର ରୋମାଞ୍ଚକର ବିଜୟ

ପୋର୍ଟ ଏଲିଜାବେଥ୍‌: କ୍ୟାପଟେନ୍ କ୍ୱିଣ୍ଟନ୍ ଡି’କକଙ୍କ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଦମଦାର ପ୍ରଦର୍ଶନ ବଳରେ ଦକ୍ଷିଣ ଆଫ୍ରିକା ଏଠାରେ ଅନୁଷ୍ଠିତ ଦ୍ୱିତୀୟ ଟି-୨୦ ମ୍ୟାଚରେ ଅଷ୍ଟ୍ରେଲିଆକୁ ୧୨ ରନରେ ପରାସ୍ତ କରିଛି। ଏହି ବିଜୟ ସହ ଦକ୍ଷିଣ ଆଫ୍ରିକା ତିନିମ୍ୟାଚ୍ ବିଶିଷ୍ଟ ସିରିଜକୁ ୧-୧ରେ ବରାବର କରିଛି। ରବିବାର ଖେଳାଯାଇଥିବା ଏହି ମ୍ୟାଚରେ ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୪ ୱିକେଟ୍ ହରାଇ ୧୫୮ ରନ୍ କରିଥିଲା। ଜବାବରେ ଅଷ୍ଟ୍ରେଲିଆ ୨୦ […]

saf

saf

Ranjit Kumar Jena
  • Published: Sunday, 23 February 2020
  • Updated: 23 February 2020, 09:59 PM IST

Sports

Latest News

ପୋର୍ଟ ଏଲିଜାବେଥ୍‌: କ୍ୟାପଟେନ୍ କ୍ୱିଣ୍ଟନ୍ ଡି'କକଙ୍କ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଦମଦାର ପ୍ରଦର୍ଶନ ବଳରେ ଦକ୍ଷିଣ ଆଫ୍ରିକା ଏଠାରେ ଅନୁଷ୍ଠିତ ଦ୍ୱିତୀୟ ଟି-୨୦ ମ୍ୟାଚରେ ଅଷ୍ଟ୍ରେଲିଆକୁ ୧୨ ରନରେ ପରାସ୍ତ କରିଛି। ଏହି ବିଜୟ ସହ ଦକ୍ଷିଣ ଆଫ୍ରିକା ତିନିମ୍ୟାଚ୍ ବିଶିଷ୍ଟ ସିରିଜକୁ ୧-୧ରେ ବରାବର କରିଛି। ରବିବାର ଖେଳାଯାଇଥିବା ଏହି ମ୍ୟାଚରେ ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୪ ୱିକେଟ୍ ହରାଇ ୧୫୮ ରନ୍ କରିଥିଲା। ଜବାବରେ ଅଷ୍ଟ୍ରେଲିଆ ୨୦ ଓଭରରେ ୬ ୱିକେଟ୍ ହରାଇ ୧୪୬ ରନ୍ କରିବାକୁ ସକ୍ଷମ ହୋଇଛି। ଅଷ୍ଟ୍ରେଲିଆକୁ ଶେଷ ୩ ଓଭରରେ ୨୫ ରନ୍ ଆବଶ୍ୟକ ହେଉଥିଲା, କିନ୍ତୁ ଦକ୍ଷିଣ ଆଫ୍ରିକାର ଶୃଙ୍ଖଳିତ ବୋଲିଂ କରି ସେମାନଙ୍କଠାରୁ ବିଜୟ ଛଡ଼ାଇ ଆଣିଥିଲେ।

ଅଷ୍ଟ୍ରେଲିଆ ପକ୍ଷରୁ ଡେଭିଡ୍ ୱାର୍ଣ୍ଣର୍ ୬୭ (୫୬ ବଲ୍‌, ୫ ଚୌକା, ୧ ଛକା) ରନ୍ କରି ଅପରାଜିତ ଥିଲେ ହେଁ, ଦଳକୁ ଜିତାଇପାରିନଥିଲେ। ତାଙ୍କ ବ୍ୟତୀତ ଷ୍ଟିଭ୍ ସ୍ମିଥ୍ ୨୬, ଆଲେକ୍ସ କ୍ୟାରୀ ୧୪ ଓ କ୍ୟାପଟେନ୍ ଆରୋନ୍ ଫିଞ୍ଚ୍ ୧୪ ରନ୍ କରିଥିଲେ। ତେବେ ଲୋୟର୍ ମିଡିଲ୍ ଅର୍ଡରରେ ମିଚେଲ୍ ମାର୍ଶ (୬), ମାଥ୍ୟୁ ୱେଡ୍ (୧) ଓ ଆଷ୍ଟନ୍ ଆଗର (୧) ନିରାଶ କରିଥିଲେ। ଦକ୍ଷିଣ ଆଫ୍ରିକା ପକ୍ଷରୁ ଲୁଙ୍ଗି ଏନଗିଡି ୩ଟି ୱିକେଟ୍ ନେଇଥିବା ବେଳେ କାଗିସୋ ରବାଡା, ଆନରିଚ୍ ନୋର୍ଟଜେ ଓ ଡ୍ୱେନ୍ ପ୍ରିଟୋରିୟସ୍ ଗୋଟିଏ ଲେଖାଏ ୱିକେଟ୍ ହାସଲ କରିଥିଲେ।

ଏହା ପୂର୍ବରୁ ଦକ୍ଷିଣ ଆଫ୍ରିକା କ୍ୟାପଟେନ୍ ଡି'କକଙ୍କୁ ଛାଡ଼ି ଦେଲେ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ୍ ବଡ଼ ସ୍କୋର କରିବାରେ ସକ୍ଷମ ହୋଇନଥିଲେ। ମ୍ୟାନ୍ ଅଫ୍ ଦି ମ୍ୟାଚ୍ ଡି'କକ୍ ସର୍ବାଧିକ ୭୦ (୪୭ ବଲ୍‌, ୫ ଚୌକା, ୪ ଛକା) ରନ୍ କରିଥିବା ବେଳେ ଭାନ୍ ଡର୍ ଡୁସେନ୍ ୩୭ (୨୬ ବଲ୍‌, ୨ ଚୌକା, ୨ ଛକା), ରୀଜା ହେଣ୍ଡ୍ରିକ୍ସ ୧୪, ଫାଫ୍ ଡୁପ୍ଲେସିସ୍ ୧୫, ଡେଭିଡ୍ ମିଲର୍ ଅପରାଜିତ ୧୧ ଓ ପାଇଟ୍ ଭାନ୍ ବିଲଜନ୍ ଅପରାଜିତ ୭ ରନ୍ କରିଥିଲେ। ଅଷ୍ଟ୍ରେଲିଆ ପକ୍ଷରୁ କେନ୍ ରିଚାର୍ଡସନ୍ ୨ଟି, ପ୍ୟାଟ୍ କମିନ୍ସ ଓ ଆଡାମ ଜାମ୍ପା ଗୋଟିଏ ଲେଖାଏ ୱିକେଟ୍ ନେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story