Advertisment

ଟସ୍ ଜିତିଲା ଦକ୍ଷିଣ ଆଫ୍ରିକା, ପ୍ରଥମେ ବ୍ୟାଟିଂ କରିବ ଟିମ୍ ଇଣ୍ଡିଆ

କଟକ(ଓଡ଼ିଶା ରିପୋର୍ଟର): ଆଜି କଟକ ବାରବାଟୀରେ ଖେଳା ଯାଉଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟସ୍ ଜିତିଲା ଦକ୍ଷିଣ ଆଫ୍ରିକା। ଟସ୍ ଜିତି ଦକ୍ଷିଣ ଆଫ୍ରିକା ବୋଲିଂ ନିଷ୍ପତ୍ତି ନେଇଛି। ତେଣୁ ବାରବାଟୀରେ ପ୍ରଥମେ ବ୍ୟାଟିଂ କରିବ ଟିମ୍ ଇଣ୍ଡିଆ। ଶେଷ ମୂହୁର୍ତ୍ତ ପର୍ଯ୍ୟନ୍ତ ଖେଳିବା ନିମନ୍ତେ ଚୂଡ଼ାନ୍ତ ହୋଇଥିବା ଭାରତୀୟ ଟିମ୍ ଅପରିବର୍ତ୍ତିତ ରହିଛି।

author-image
Niranjan Mishra
ଅଦ୍ୟତନ ହୋଇଛି
ଟସ୍ ଜିତିଲା ଦକ୍ଷିଣ ଆଫ୍ରିକା, ପ୍ରଥମେ ବ୍ୟାଟିଂ କରିବ ଟିମ୍ ଇଣ୍ଡିଆ

cricket

କଟକ(ଓଡ଼ିଶା ରିପୋର୍ଟର): ଆଜି କଟକ ବାରବାଟୀରେ ଖେଳା ଯାଉଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟସ୍ ଜିତିଲା ଦକ୍ଷିଣ ଆଫ୍ରିକା। ଟସ୍ ଜିତି ଦକ୍ଷିଣ ଆଫ୍ରିକା ବୋଲିଂ ନିଷ୍ପତ୍ତି ନେଇଛି। ତେଣୁ ବାରବାଟୀରେ ପ୍ରଥମେ ବ୍ୟାଟିଂ କରିବ ଟିମ୍ ଇଣ୍ଡିଆ। ଶେଷ ମୂହୁର୍ତ୍ତ ପର୍ଯ୍ୟନ୍ତ ଖେଳିବା ନିମନ୍ତେ ଚୂଡ଼ାନ୍ତ ହୋଇଥିବା ଭାରତୀୟ ଟିମ୍ ଅପରିବର୍ତ୍ତିତ ରହିଛି।

Advertisment

[caption id="attachment_741194" align="aligncenter" width="650"]publive-image ଦୁଇପକ୍ଷ ଟିମ୍।[/caption]