ମୁମ୍ବାଇ: ଭାରତ-ଶ୍ରୀଲଙ୍କା ମଧ୍ୟସ୍ଥ ତୃତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍ ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳା ଯାଉଛି। ଭାରତ ଟସ୍ ଜିତି ପ୍ରଥମେ ଶ୍ରୀଲଙ୍କାଙ୍କୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା। ଦଳ ନିର୍ଦ୍ଧାରିତ ୨୦ ଓଭରରେ ୭ ୱିକେଟ୍ ହରାଇ ୧୩୫ ରନ୍ କରିଛି। ଦଳ ପକ୍ଷରୁ ଆସେଲା ଗୁଣରତ୍ନେ ସର୍ବାଧିକ ୩୬ ରନ୍ କରିଥିବା ବେଳେ ଦସୁନ ଶନାକା ୨୯ ରନ୍ କରି ନଟ୍ ଆଉଟ୍ ରହିଥିଲେ। ଭାରତ ପକ୍ଷରୁ ହାର୍ଦ୍ଦିକ ପାଣ୍ଡ୍ୟା ୨ଟି ୱିକେଟ୍ ନେଇଥିବା ବେଳେ ଜୟଦେବ ୨ଟି ଓ ସୁନ୍ଦର, କୁଲଦୀପ ଏବଂ ମହମ୍ମଦ ସିରାଜ ଗୋଟିଏ ଲେଖାଏଁ ୱିକେଟ୍ ନେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।