ଭୁବନେଶ୍ୱର: ଭାରତୀୟ ବୋଲିଂ ଆଗରେ ଧୂଳିସାତ୍ ଶ୍ରୀଲଙ୍କା ଦଳ। ପାଲିକେଲ ଠାରେ ଶ୍ରୀଲଙ୍କା ଓ ଭାରତ ମଧ୍ୟରେ ତୃତୀୟ ଚେଷ୍ଟ ମ୍ୟାଚ୍ ଚାଲିଥିବା ବେଳେ ଶ୍ରୀଲଙ୍କାର ବ୍ୟାଟିଂ ବିପର୍ଯ୍ୟସ୍ତ। ପ୍ରଥମେ ବ୍ୟାଟିଂ କରି ଭାରତ ୪୮୭ ରନ୍ କରିଥିବା ବେଳେ ଶ୍ରୀଲଙ୍କା ତାର ପ୍ରଥମ ଇଂନିସରେ ମାତ୍ର ୧୩୫ ରନ୍ କରି ଅଲଆଉଟ୍ ହୋଇଯାଇଛି। ଫଳରେ ଭାରତ ଶ୍ରୀଲଙ୍କାକୁ ଫଲୋଅନ୍ ଦେଇଛି।
ପ୍ରଥମ ଇଂନିସରେ ଭାରତ ପକ୍ଷରୁ ଶିଖର ଧାୱନ ଓ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଶତକ ବଳରେ ଟିମ୍ର ସ୍କୋର ୪୮୭ରେ ପହଞ୍ଚିଥିଲା। ଜବାବରେ ଶ୍ରୀଲଙ୍କା ମାତ୍ର ୧୩୫ ରନ୍ରେ ଅଲଆଉଟ୍ ହୋଇଯାଇଛି।
ବୋଲିଂରେ ଭାରତ ପକ୍ଷରୁ ୨ୟ ଟେଷ୍ଟମ୍ୟାଚ୍ ଖେଳୁଥିବା ଚାଇନାମ୍ୟାନ୍ କୁଲଦୀପ ଯାଦବ ଆକର୍ଷଣୀୟ ବୋଲିଂ କରି ୪ଟି ୱିକେଟ୍ ହାସଲ କରିଛନ୍ତି। ସେହିପରି ମହମ୍ମଦ ସାମି ଓ ଅଶ୍ୱିନୀ ୨ଟି ଲେଖାଏଁ ୱିକେଟ୍ ନେଇଥିବା ବେଳେ ପାଣ୍ଡ୍ୟା ଗୋଟିଏ ୱିକେଟ୍ ନେଇ ଶ୍ରୀଲଙ୍କାର ପାଳିକୁ ୧୩୫ରନରେ ଅଟକାଇ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।