ଆଇସିସି ବିଶ୍ୱକପ୍: ଶ୍ରୀଲଙ୍କାର ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ

ଚେଷ୍ଟର-ଲି-ଷ୍ଟ୍ରିଟ୍: ଚଳିତ ବିଶ୍ୱକପର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଅବତୀର୍ଣ୍ଣ ହୋଇଛନ୍ତି ଶ୍ରୀଲଙ୍କା ଓ ଦକ୍ଷିଣ ଆଫ୍ରିକା । ଏହି ମ୍ୟାଚରେ ଦକ୍ଷିଣ ଆଫ୍ରିକା କ୍ୟାପଟେନ୍ ଫାଫ୍ ଡ୍ୟୁପ୍ଲେସିସ୍ ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଆମନ୍ତ୍ରଣ ପାଇ ବ୍ୟାଟିଂ କରୁଥିବା ଶ୍ରୀଲଙ୍କା ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି । ରିପୋର୍ଟ ଲେଖା ହେଲା ବେଳକୁ ଶ୍ରୀଲଙ୍କା ୪ ୱିକେଟ୍ ହରାଇ ୧୦୦ ରନ୍ କରିଛି । ଦକ୍ଷିଣ ଆଫ୍ରିକାର ପେସ୍ ବୋଲର […]

rabada

rabada

Hemant Lenka
  • Published: Friday, 28 June 2019
  • Updated: 28 June 2019, 04:54 PM IST

Sports

Latest News

ଚେଷ୍ଟର-ଲି-ଷ୍ଟ୍ରିଟ୍: ଚଳିତ ବିଶ୍ୱକପର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଅବତୀର୍ଣ୍ଣ ହୋଇଛନ୍ତି ଶ୍ରୀଲଙ୍କା ଓ ଦକ୍ଷିଣ ଆଫ୍ରିକା । ଏହି ମ୍ୟାଚରେ ଦକ୍ଷିଣ ଆଫ୍ରିକା କ୍ୟାପଟେନ୍ ଫାଫ୍ ଡ୍ୟୁପ୍ଲେସିସ୍ ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଆମନ୍ତ୍ରଣ ପାଇ ବ୍ୟାଟିଂ କରୁଥିବା ଶ୍ରୀଲଙ୍କା ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି । ରିପୋର୍ଟ ଲେଖା ହେଲା ବେଳକୁ ଶ୍ରୀଲଙ୍କା ୪ ୱିକେଟ୍ ହରାଇ ୧୦୦ ରନ୍ କରିଛି ।

ଦକ୍ଷିଣ ଆଫ୍ରିକାର ପେସ୍ ବୋଲର କାଗିସୋ ରବାଡା ମ୍ୟାଚର ପ୍ରଥମ ବଲରେ ଓପ୍ନର ତଥା କ୍ୟାପଟେନ୍ ଦିମୁତ କରୁଣାରତ୍ନେଙ୍କୁ ଆଉଟ୍ କରିଥିଲେ । କୁଶଲ ପରେରା (୩୦) ଓ ଅଭିସ୍କା ଫର୍ଣ୍ଣାଣ୍ଡେ (୩୦) ଭଲ ଖେଳିଥିଲେ ହେଁ, ବଡ଼ ସ୍କୋର କରିବାକୁ ସକ୍ଷମ ହୋଇନଥିଲେ । ଦୁହିଁଙ୍କୁ ଡେନ୍ ପ୍ରିଟୋରିୟସ୍ ଆଉଟ୍ କରିଛନ୍ତି । ଟିମର ସବୁଠାରୁ ଅଭିଜ୍ଞ ବ୍ୟାଟ୍ସମ୍ୟାନ୍ ଆଞ୍ଜେଲୋ ମାଥ୍ୟୁସ୍ ମାତ୍ର ୧୧ ରନ୍ କରି ଆଉଟ୍ ହୋଇଛନ୍ତି ।

ଏହି ମ୍ୟାଚ୍ ଶ୍ରୀଲଙ୍କା ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ । ସେମିଫାଇନାଲରେ ସ୍ଥାନ ହାସଲ କରିବାକୁ ହେଲେ ଶ୍ରୀଲଙ୍କାକୁ ଏହି ମ୍ୟାଚରେ ନିଶ୍ଚିତ ବିଜୟ ଆବଶ୍ୟକ ହେଉଛି । ଅନ୍ୟପକ୍ଷରେ ସେମିଫାଇନାଲରୁ ଆଉଟ୍ ହୋଇସାରିଥିବା ଦକ୍ଷିଣ ଆଫ୍ରିକା କେବଳ ସମ୍ମାନ ରକ୍ଷା ପାଇଁ ଖେଳୁଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story