ରାଜ୍ୟସ୍ତରୀୟ ଜନଜାତି କ୍ରୀଡ଼ା ପ୍ରତିଯୋଗିତା ଆରମ୍ଭ

ରାଉରକେଲା(ଓଡ଼ିଶା ରିପୋର୍ଟର): ରାଉରକେଲାରେ ଆରମ୍ଭ ହୋଇଛି ରାଜ୍ୟସ୍ତରୀୟ ଜନଜାତି କ୍ରୀଡ଼ା ପ୍ରତିଯୋଗିତା। ଶନିବାର ପାନପୋଷସ୍ଥିତ ରାଜ୍ୟ କ୍ରୀଡ଼ା ଛାତ୍ରାବାସରେ ଏହା ଉଦ୍‌ଘାଟିତ ହୋଇଛି। ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶୋକ ପଣ୍ଡା ଏହାକୁ ଉଦ୍‌ଘାଟନ କରିଥିଲେ। ଏଥିରେ ବିଭିନ୍ନ ଜିଲ୍ଲାରୁ ୧୦ଟି ଦଳ ଭାଗ ନେଇଛନ୍ତି। ଏହି ପ୍ରତିଯୋଗିତା ତିନି ଦିନ ଧରି ଚାଲିବ। ଏଥିରେ ସାଂସଦ ଦିଲ୍ଲୀପ ତିର୍କୀ ଯୋଗ ଦେଇ ଏହାଦ୍ୱାରା କ୍ରୀଡ଼ା କ୍ଷେତ୍ରରେ ନୂତନ ପ୍ରତିଭା […]

state triabal

state triabal

Rakesh Mallick
  • Published: Sunday, 11 February 2018
  • Updated: 11 February 2018, 10:15 PM IST

Sports

Latest News

ରାଉରକେଲା(ଓଡ଼ିଶା ରିପୋର୍ଟର): ରାଉରକେଲାରେ ଆରମ୍ଭ ହୋଇଛି ରାଜ୍ୟସ୍ତରୀୟ ଜନଜାତି କ୍ରୀଡ଼ା ପ୍ରତିଯୋଗିତା। ଶନିବାର ପାନପୋଷସ୍ଥିତ ରାଜ୍ୟ କ୍ରୀଡ଼ା ଛାତ୍ରାବାସରେ ଏହା ଉଦ୍‌ଘାଟିତ ହୋଇଛି। ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶୋକ ପଣ୍ଡା ଏହାକୁ ଉଦ୍‌ଘାଟନ କରିଥିଲେ।

ଏଥିରେ ବିଭିନ୍ନ ଜିଲ୍ଲାରୁ ୧୦ଟି ଦଳ ଭାଗ ନେଇଛନ୍ତି। ଏହି ପ୍ରତିଯୋଗିତା ତିନି ଦିନ ଧରି ଚାଲିବ। ଏଥିରେ ସାଂସଦ ଦିଲ୍ଲୀପ ତିର୍କୀ ଯୋଗ ଦେଇ ଏହାଦ୍ୱାରା କ୍ରୀଡ଼ା କ୍ଷେତ୍ରରେ ନୂତନ ପ୍ରତିଭା ସୃଷ୍ଟି ହୋଇପାରିବେ ବୋଲି କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos