ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି। ହକିର ଯାଦୁଗର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅବସରରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଏକ ସଚେତନତା ରାଲିସହ ବୈଠକର ଆୟୋଜନ କରାଯାଇଥିଲା। ଜିଲ୍ଲାପାଳ ଦାଶରଥୀ ଶତପଥୀ ଏହି ରାଲିକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଆମ୍ୱେଦକର ଛକରୁ ଏହି ରାଲି ବାହାରି ଟାଉନହଲରେ ପହଞ୍ଚିଥିଲା। ଟାଉନହଲରେ ଏକ ବୈଠକର ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମକୁ ଜିଲ୍ଲା କ୍ରୀଡା ଅଧିକାରୀ ଅଜୟ ବେହେରା ପରିଚାଳନା କରିଥିବାବେଳେ ଏଥିରେ ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀ ଯୋଗଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ତଦନ୍ତ ଆଳରେ ଉଲଗ୍ନ କଲା ପୁଲିସ, ଆତ୍ମହତ୍ୟା କରିଦେଲେ ମହିଳା
ମହିଳା ଜଣକ ଛାଡିଯାଇଥିବା ସୁସାଇଡ୍ ନୋଟ୍ ଅନୁଯାୟୀ, ପୁଲିସ ଅଧିକାରୀ ତାଙ୍କୁ ସମସ୍ତଙ୍କ ସାମ୍ନାରେ ଡ୍ରେସ୍ ଖୋଲିବାକୁ କହିବା ସହ ୨୫ ଲକ୍ଷ ଟଙ୍କା ଲାଞ୍ଚ ମଧ୍ୟ ମାଗିଥିଲେ।
National
ମସଜିଦ ସର୍ଭେକୁ ନେଇ ହିଂସା, ସାଂସଦ ଓ ବିଧାୟକଙ୍କ ପୁଅ ବିରୋଧରେ FIR
ହିଂସା ସୃଷ୍ଟି କରିଥିବା ଓ ଭିଡକୁ ଉସକାଇଥିବା ଅଭିଯୋଗରେ ମାମଲା ରୁଜୁ ହୋଇଛି।
Viral
ବର ବେକରୁ ଟଙ୍କା ନେଇ ଛୁ ମାରିଲା ଚୋର, ତା' ପରେ...
ବ୍ୟାଣ୍ଡ୍ ପାର୍ଟି ସହ ବରଯାତ୍ରୀଙ୍କୁ ନେଇ କନିଆଁ ଘରକୁ ଯିବା ସମୟରେ ବର ବେକରୁ ଟଙ୍କା ମାଳ ନେଇ ଛୁ ମାରିଥିଲା ଜଣେ ଚୋର।
National
ଇସ୍ତଫା ଦେଲେ ମହାରାଷ୍ଟ୍ରର କଂଗ୍ରେସ ଅଧ୍ୟକ୍ଷ ନାନା ପଟୋଲେ!
ମହାରାଷ୍ଟ୍ର ନିର୍ବାଚନରେ କଂଗ୍ରେସର ବଡ଼ ପରାଜୟ ପରେ ସେ ନିଜ ପଦରୁ ଇସ୍ତଫା ଦେଇଥିବା ନେଇ ଚର୍ଚ୍ଚା ହେଉଛି।