ସୁବର୍ଣ୍ଣପୁରରେ ଜାତୀୟ କ୍ରୀଡା ଦିବସ

ସୁବର୍ଣ୍ଣପୁର:  ସୁବର୍ଣ୍ଣପୁର ଜିଲ୍ଲାରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି। ହକିର ଯାଦୁଗର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅବସରରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଏକ ସଚେତନତା ରାଲିସହ ବୈଠକର ଆୟୋଜନ କରାଯାଇଥିଲା। ଜିଲ୍ଲାପାଳ ଦାଶରଥୀ ଶତପଥୀ ଏହି ରାଲିକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଆମ୍ୱେଦକର ଛକରୁ ଏହି ରାଲି ବାହାରି ଟାଉନହଲରେ ପହଞ୍ଚିଥିଲା। ଟାଉନହଲରେ ଏକ ବୈଠକର ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମକୁ ଜିଲ୍ଲା କ୍ରୀଡା ଅଧିକାରୀ ଅଜୟ ବେହେରା ପରିଚାଳନା କରିଥିବାବେଳେ ଏଥିରେ ବିଭିନ୍ନ ବିଦ୍ୟାଳୟର ଛାତ୍ର […]

kida dibasha

kida dibasha

Rakesh Mallick
  • Published: Saturday, 29 August 2015
  • Updated: 29 August 2015, 06:57 AM IST

Sports

Latest News

ସୁବର୍ଣ୍ଣପୁର:  ସୁବର୍ଣ୍ଣପୁର ଜିଲ୍ଲାରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି। ହକିର ଯାଦୁଗର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅବସରରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଏକ ସଚେତନତା ରାଲିସହ ବୈଠକର ଆୟୋଜନ କରାଯାଇଥିଲା। ଜିଲ୍ଲାପାଳ ଦାଶରଥୀ ଶତପଥୀ ଏହି ରାଲିକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଆମ୍ୱେଦକର ଛକରୁ ଏହି ରାଲି ବାହାରି ଟାଉନହଲରେ ପହଞ୍ଚିଥିଲା। ଟାଉନହଲରେ ଏକ ବୈଠକର ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମକୁ ଜିଲ୍ଲା କ୍ରୀଡା ଅଧିକାରୀ ଅଜୟ ବେହେରା ପରିଚାଳନା କରିଥିବାବେଳେ ଏଥିରେ ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀ ଯୋଗଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story