ଇଫୋ (ମାଲେସିଆ): ୨୫ ତମ ସୁଲତାନ୍ ଆଜ୍ଲାନ୍ ଶାହା କପ୍ ହକି ଟୁର୍ଣ୍ଣାମେଣ୍ଟରେ ଆଜି ଭାରତ ତା’ର ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ଭେଟିବ। ଏହି ମ୍ୟାଚ୍ରେ ଭାରତ ବିଜୟ ଲାଭ କରି ମେଡାଲ ଜିତିବା ଲକ୍ଷ୍ୟରେ ରହିବ।
ବିଗତ ଦିନରେ ଭାରତ ଏହି ଟୁର୍ଣ୍ଣାମେଣ୍ଟରେ ପାଞ୍ଚଥର ବିଜୟୀ ହୋଇଛି। ଗତ ବର୍ଷ ଦଳ ମଧ୍ୟ ବ୍ରୋଞ୍ଚ ପଦକ ହାସଲ କରିଥିଲା। ଚଳିତ ବର୍ଷ ଦଳରେ ବହୁ ଯୁବ ଖେଳାଳି ରହିଥିବାରୁ ବଗତ ବର୍ଷଠାରୁ ଭଲ ପ୍ରଦର୍ଶନ କରିବାକୁ ଆଶା ରଖିଛି ଦଳ।
ସର୍ଦ୍ଦାର ସିଂହଙ୍କ ନେତୃତ୍ୱରେ ରବିବାର କାନାଡାକୁ ୩-୧ରେ ପରାଜିତ କରିଥିଲା ଭାରତ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଜମ ହେଉନି ପରାଜୟ, EVM ହଟାଅ ଅଭିଯାନ ଆରମ୍ଭ କରିବେ ବିରୋଧୀ!
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିଜେପି, ଶିବସେନା ଓ ଏନସିପିକୁ ନେଇ ଗଠିତ ମହାୟୁତିର ବିଜୟ ହୋଇଛି। ହେଲେ ଏହାକୁ ଆରମ୍ଭରୁ ହିଁ ବିରୋଧୀ ଏମଭିଏ ବିରୋଧ କରି ଆସୁଛି।
National
ରାପ୍ପର ବାଦଶାହଙ୍କ କ୍ଲବ ଆଗରେ ବିସ୍ଫୋରଣ, ନିଜକୁ ଦାୟୀ କଲା ଏହି ଗ୍ୟାଙ୍ଗଷ୍ଟର
ବିସ୍ଫୋରଣ ପଛର କାରଣ ଜଣପଡ଼ି ନଥିବା ବେଳେ ଏବେ ଏଥିପାଇଁ କାନାଡାରେ ରହିଥିବା କୁଖ୍ୟାତ ଗ୍ୟାଙ୍ଗଷ୍ଟର ଗୋଲ୍ଡୀ ବ୍ରାର ନିଜକୁ ଦାୟୀ କରିଛି।
National
ପତ୍ନୀଙ୍କ ସହ ପାଟିତୁଣ୍ଡ କରି ଘରେ ଲଗାଇ ଦେଲେ ନିଆଁ, ପାଉଁଶ ହେବା ଯାଏ ଛିଡ଼ା ହୋଇ ରହିଲେ
ପତ୍ନୀଙ୍କ ସହ ପାଟିତୁଣ୍ଡ କରି ସେ ଘରର ଜିନିଷ ଭଙ୍ଗା ରୁଜା କରିବା ସହ ସେଥିରେ ନିଆଁ ଲଗାଇ ଦେଇଛନ୍ତି।
National
ଅଡୁଆରେ ମହାୟୁତି! ଶିବସେନା କହିଲା ଉପମୁଖ୍ୟମନ୍ତ୍ରୀ ପଦ ସ୍ୱୀକାର କରିବେନି ଏକନାଥ
ମହାରାଷ୍ଟ୍ରରେ ମହାୟୁତିର ବଡ଼ ବିଜୟ ପରେ ମଧ୍ୟ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଲାଗି ରହିଛି ଛକାପଞ୍ଝା।
National
ଲାଞ୍ଚ ଅଭିଯୋଗକୁ ଆଦାନୀ ଗ୍ରୁପ୍ର ଖଣ୍ଡନ, କହିଲା- ଏହା ସମ୍ପୂର୍ଣ୍ଣ ମିଥ୍ୟା
ଆଦାନୀ ଗ୍ରୀନ ଏନର୍ଜୀ ଏକ ବୟାନ ଜାରି ଲାଞ୍ଚ ଅଭିଯୋଗକୁ ନେଇ ନିଜ ସ୍ପଷ୍ଟୀକରଣ ରଖିଛି।