ରାଇନାଙ୍କ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ଖେଳିବା ନେଇ ଅନିଶ୍ଚିତତା

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ସୁରେଶ ରାଇନାଙ୍କ ଖେଳିବାକୁ ନେଇ ଅନିଶ୍ଚିତତା ଦେଖା ଦେଇଛି। ଆସନ୍ତା ୧୬ ତାରିଖରେ ଭାରତ ନ୍ୟୁଜିଲାଣ୍ଡ ବିପକ୍ଷରେ ୫ଟିକିଆ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଧର୍ମଶାଳାରେ ଖେଳାଯିବ। ରାଇନା ଜ୍ୱରରେ ଆକ୍ରାନ୍ତ ହୋଇଥିବାରୁ ପ୍ରଥମ ମ୍ୟାଚ୍‌ ଖେଳିବା ନେଇ ଅନିଶ୍ଚିତତା ପ୍ରକାଶ ପାଇଛି। ରାଇନାଙ୍କ ସ୍ଥାନରେ ଅନ୍ୟ ଜଣେ ଖେଳାଳିଙ୍କୁ ନେବାକୁ ପ୍ରଥମେ ବିସିସିଆଇ ମନସ୍ଥ କରିଥିଲା। ତେବେ ପରବର୍ତ୍ତି ସମୟରେ ବିସିସିଆଇ ତା’ର ନିଷ୍ପତ୍ତିରେ ପରିବର୍ତ୍ତନ କରିଥିଲା।

suresh-raina

suresh-raina

Rakesh Mallick
  • Published: Thursday, 13 October 2016
  • Updated: 13 October 2016, 06:11 PM IST

Sports

Latest News

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ସୁରେଶ ରାଇନାଙ୍କ ଖେଳିବାକୁ ନେଇ ଅନିଶ୍ଚିତତା ଦେଖା ଦେଇଛି। ଆସନ୍ତା ୧୬ ତାରିଖରେ ଭାରତ ନ୍ୟୁଜିଲାଣ୍ଡ ବିପକ୍ଷରେ ୫ଟିକିଆ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଧର୍ମଶାଳାରେ ଖେଳାଯିବ। ରାଇନା ଜ୍ୱରରେ ଆକ୍ରାନ୍ତ ହୋଇଥିବାରୁ ପ୍ରଥମ ମ୍ୟାଚ୍‌ ଖେଳିବା ନେଇ ଅନିଶ୍ଚିତତା ପ୍ରକାଶ ପାଇଛି।

ରାଇନାଙ୍କ ସ୍ଥାନରେ ଅନ୍ୟ ଜଣେ ଖେଳାଳିଙ୍କୁ ନେବାକୁ ପ୍ରଥମେ ବିସିସିଆଇ ମନସ୍ଥ କରିଥିଲା। ତେବେ ପରବର୍ତ୍ତି ସମୟରେ ବିସିସିଆଇ ତା’ର ନିଷ୍ପତ୍ତିରେ ପରିବର୍ତ୍ତନ କରିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story