ରାଇନାଙ୍କ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ଖେଳିବା ନେଇ ଅନିଶ୍ଚିତତା

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ସୁରେଶ ରାଇନାଙ୍କ ଖେଳିବାକୁ ନେଇ ଅନିଶ୍ଚିତତା ଦେଖା ଦେଇଛି। ଆସନ୍ତା ୧୬ ତାରିଖରେ ଭାରତ ନ୍ୟୁଜିଲାଣ୍ଡ ବିପକ୍ଷରେ ୫ଟିକିଆ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଧର୍ମଶାଳାରେ ଖେଳାଯିବ। ରାଇନା ଜ୍ୱରରେ ଆକ୍ରାନ୍ତ ହୋଇଥିବାରୁ ପ୍ରଥମ ମ୍ୟାଚ୍‌ ଖେଳିବା ନେଇ ଅନିଶ୍ଚିତତା ପ୍ରକାଶ ପାଇଛି।

ରାଇନାଙ୍କ ସ୍ଥାନରେ ଅନ୍ୟ ଜଣେ ଖେଳାଳିଙ୍କୁ ନେବାକୁ ପ୍ରଥମେ ବିସିସିଆଇ ମନସ୍ଥ କରିଥିଲା। ତେବେ ପରବର୍ତ୍ତି ସମୟରେ ବିସିସିଆଇ ତା’ର ନିଷ୍ପତ୍ତିରେ ପରିବର୍ତ୍ତନ କରିଥିଲା।

ଆହୁରି ପଢ଼ନ୍ତୁ

ଧୋନିଙ୍କ ଭଳି ହେଲିକପ୍ଟର ଶଟ୍ ମାରି ଚର୍ଚ୍ଚାରେ ୭ ବର୍ଷର ପରୀ

ଦ୍ୱିତୀୟ ଟେଷ୍ଟ: ବର୍ଷା ଯୋଗୁ ଅଟକିଲା ଖେଳ, ପାକିସ୍ତାନ ୮୫/୨

ଧୋନିଙ୍କର ହେଲା କରୋନା ଟେଷ୍ଟ, ଜାଣନ୍ତୁ ରିପୋର୍ଟ କ’ଣ ଆସିଲା

ଆଇପିଏଲରେ ହେଲାନି ଚୟନ, ଆତ୍ମହତ୍ୟା କଲେ ‘ଜୁନିୟର ଡେଲ୍ ଷ୍ଟେନ୍’

ପୁରୁଷ ହକି ଟିମରେ ପଶିଲା କରୋନା

୧୬ ତାରିଖରେ ପଡ଼ିଆକୁ ଫେରିବେ ମାହି!

ଆଇପିଏଲର ପ୍ରାୟୋଜକ ହେବ ବାବା ରାମଦେବଙ୍କ ‘ପତଞ୍ଜଳି’!

‘ଆମେ ୟେସ କହିଲୁ’: ଇନଷ୍ଟାଗ୍ରାମରେ ନିର୍ବନ୍ଧ ସମ୍ପର୍କରେ ଘୋଷଣା କଲେ ଚହଲ

ପାଣ୍ଡ୍ୟାଙ୍କ ପୁଅଙ୍କୁ ବଡ଼ ହେଲେ ଏମିତି ହେବାକୁ ପରାମର୍ଶ ଦେଲେ କେଏଲ ରାହୁଲ

୨୦୨୧ରେ ଭାରତରେ ହେବ ଟି-୨୦ ବିଶ୍ୱକପ, ୨୦୨୨ରେ ଅଷ୍ଟ୍ରେଲିଆ ପାଳି

ହକି ଟିମର ଅଧିନାୟକ ମନପ୍ରୀତ ସିଂହ ଓ ୩ ଖେଳାଳିଙ୍କୁ କରୋନା

ପଡ଼ିଆରେ ଜୋତା ବୋହିଲେ ପାକିସ୍ତାନର ପୂର୍ବତନ ଅଧିନାୟକ ସର୍ଫରାଜ