ଟି-ଟ୍ୱେଣ୍ଟି ମହିଳା ବିଶ୍ୱକପ୍‌: ଆଜି ଭାରତ-ୱେଷ୍ଟଇଣ୍ଡିଜ୍‌ ଲଢ଼େଇ

ମୋହାଲି: ଆଇସିସି ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ଆଜି ମୋହାଲିର ପିସିଏ ଷ୍ଟାଡିୟମରେ ଭାରତକୁ ଭେଟିବ ୱେଷ୍ଟଇଣ୍ଡିଜ୍‌। ଭାରତ ୩ଟି ମ୍ୟାଚ୍‌ରୁ ଗୋଟିଏ ମ୍ୟାଚ୍‌ ଜିତିଥିବା ବେଳେ ଦୁଇଟି ମ୍ୟାଚ୍‌ରେ ପରାଜିତ ହୋଇ ଟେବୁଲର ଚତୁର୍ଥ ସ୍ଥାନରେ ରହିଛି। ୱେଷ୍ଟଇଣ୍ଡିଜ୍‌ ୩ଟି ମ୍ୟାଚ୍‌ରୁ ୨ଟିରେ ବିଜୟୀ ଓ ଗୋଟିଏରେ ପରାଜିତ ହୋଇ ୪ ପଏଣ୍ଟ ସହ ପଏଣ୍ଟ ଟେବୁଲର ଦ୍ୱିତୀୟ ସ୍ଥାନରେ ରହିଛି।

mithali

Rakesh Mallick
  • Published: Sunday, 27 March 2016
  • , Updated: 27 March 2016, 03:22 AM IST

Related story