ଟି-ଟ୍ୱେଣ୍ଟି ମହିଳା ବିଶ୍ୱକପ୍‌ ଫାଇନାଲ୍: ଆଜି ଅଷ୍ଟ୍ରେଲିଆ-ୱେଷ୍ଟଇଣ୍ଡିଜ୍ ମୁକାବିଲା

ମୁମ୍ବାଇ: ଆଇସିସି ଟି-ଟ୍ୱେଣ୍ଟି ମହିଳା ବିଶ୍ୱକପ୍‌ର ଫାଇନାଲ୍‌ ମ୍ୟାଚ୍ ଆଜି ଅଷ୍ଟ୍ରେଲିଆ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ କୋଲକାତାର ଇଡେନ୍ ଗାର୍ଡେନ୍‌ରେ ଖେଳାଯିବ। ଅପରାହ୍ନ ଅଢ଼େଇଟାରୁ ଏହି ମ୍ୟାଚ୍ ଆରମ୍ଭ ହେବ। ଅଷ୍ଟ୍ରେଲିଆ ତିନି ଥର ଏହି ଟାଇଟଲ୍ ହାସଲ କରିଥିବା ବେଳେ ଚଳିତ ବର୍ଷ ଚତୁର୍ଥ ଥର ପାଇଁ ଫାଇନାଲ୍‌ରେ ପ୍ରବେଶ କରିଛି। ୨୦୧୦ରେ ନ୍ୟୁଜିଲାଣ୍ଡକୁ ହରାଇ ଅଷ୍ଟ୍ରେଲିଆ ମହିଳା ଟିମ୍ ପ୍ରଥମ ଟି-ଟ୍ୱେଣ୍ଟି ବିଶ୍ୱକପ୍ ବିଜୟୀ ହୋଇଥିଲା। ଏହା ପରେ ୨୦୧୨ ଓ ୨୦୧୪ରେ ଅଷ୍ଟ୍ରେଲିଆ […]

women-t-twenty-world-cup

women-t-twenty-world-cup

Rakesh Mallick
  • Published: Sunday, 03 April 2016
  • Updated: 03 April 2016, 03:06 AM IST

Sports

Latest News

ମୁମ୍ବାଇ: ଆଇସିସି ଟି-ଟ୍ୱେଣ୍ଟି ମହିଳା ବିଶ୍ୱକପ୍‌ର ଫାଇନାଲ୍‌ ମ୍ୟାଚ୍ ଆଜି ଅଷ୍ଟ୍ରେଲିଆ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ କୋଲକାତାର ଇଡେନ୍ ଗାର୍ଡେନ୍‌ରେ ଖେଳାଯିବ। ଅପରାହ୍ନ ଅଢ଼େଇଟାରୁ ଏହି ମ୍ୟାଚ୍ ଆରମ୍ଭ ହେବ।

ଅଷ୍ଟ୍ରେଲିଆ ତିନି ଥର ଏହି ଟାଇଟଲ୍ ହାସଲ କରିଥିବା ବେଳେ ଚଳିତ ବର୍ଷ ଚତୁର୍ଥ ଥର ପାଇଁ ଫାଇନାଲ୍‌ରେ ପ୍ରବେଶ କରିଛି। ୨୦୧୦ରେ ନ୍ୟୁଜିଲାଣ୍ଡକୁ ହରାଇ ଅଷ୍ଟ୍ରେଲିଆ ମହିଳା ଟିମ୍ ପ୍ରଥମ ଟି-ଟ୍ୱେଣ୍ଟି ବିଶ୍ୱକପ୍ ବିଜୟୀ ହୋଇଥିଲା। ଏହା ପରେ ୨୦୧୨ ଓ ୨୦୧୪ରେ ଅଷ୍ଟ୍ରେଲିଆ ଇଂଲଣ୍ଡକୁ ହରାଇ ଏହି କପ୍ ଜିତି ଥିଲା। ଅନ୍ୟପକ୍ଷରେ ୱେଷ୍ଟଇଣ୍ଡିଜ୍ ପ୍ରଥମ ଥର ପାଇଁ ଏହି ଟୁର୍ଣ୍ଣାମେଣ୍ଟର ଫାଇନାଲ୍‌ରେ ପହଞ୍ଚିଛି।

ମାର୍ଚ୍ଚ ୩୦ ତାରିଖରେ ଇଂଲଣ୍ଡକୁ ୫ ରନ୍‌ରେ ପରାସ୍ତ କରି ଅଷ୍ଟ୍ରେଲିଆ ଫାଇନାଲ୍‌ରେ ପ୍ରବେଶ କରିଥିଲା। ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ୬ଟି ୱିକେଟ୍ ହରାଇ ୧୩୨ ରନ୍ କରି ଥିଲା। ତେବେ ଇଂଲଣ୍ଡ ପୂରା ୨୦ ଓଭର ଖେଳି ୭ଟି ୱିକେଟ୍ ହରାଇ ୧୨୭ ରନ୍ କରିବାକୁ ସକ୍ଷମ ହୋଇଥିଲା।

ସେହିପରି ମାର୍ଚ୍ଚ ୩୧ ତାରିଖରେ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମ୍‌ରେ ଖେଳା ଯାଇଥିବା ଦ୍ୱିତୀୟ ସେମି ଫାଇନାଲ୍‌ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍ ୬ ରନ୍‌ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଦ୍ୱିତୀୟ ଦଳ ଭାବେ ଫାଇନାଲରେ ପ୍ରବେଶ କରିଥିଲା ୱେଷ୍ଟଇଣ୍ଡିଜ୍‌ ପ୍ରଥମେ ବ୍ୟାଟିଂ କରି  ନିର୍ଦ୍ଧାରିତ ଓଭରରେ ୬ଟି ୱିକେଟ୍ ହରାଇ ୧୪୩ ରନ୍ କରିଥିଲା। ନ୍ୟୁଜିଲାଣ୍ଡ ଦଳ ନିର୍ଦ୍ଧାରିତ ଓଭରରେ ୮ ୱିକେଟ୍ ହରାଇ ୧୩୭ ରନ୍ କରିପାରି ଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story