ଧର୍ମଶାଳା: ଆଇସିସି ଟି-ଟ୍ୱେଣ୍ଟି ବିଶ୍ୱକପ୍ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚରେ ଶୁକ୍ରବାର ଧର୍ମଶାଳା ଏଚ୍ପିସିଏ ଷ୍ଟାଡିୟମରେ ନେଦରଲାଣ୍ଡ ଓ ଓମାନ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁଁ ଖେଳାଯାଇ ପାରିନାହିଁ। ମ୍ୟାଚ୍ ଖେଳା ନ ଯିବାରୁ ନେଦରଲାଣ୍ଡା ଟି-ଟ୍ୱେଣ୍ଟି ବିଶ୍ୱକପ୍ରୁ ବାହାର ହୋଇଯାଇଛି। ଆଜି ପ୍ରଥମେ ଓମାନ ଟସ୍ ଜିତି ନେଦରଲାଣ୍ଡକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା। ହେଲେ ବର୍ଷା ହେବାରୁ ଖେଳ ଆରମ୍ଭ ହୋଇ ପାରି ନ ଥିଲା।
ସେହିପରି ଧର୍ମଶାଳା ଏଚ୍ପିସିଏ ଷ୍ଟାଡିୟମରେ ବାଂଲାଦେଶ ଓ ଆୟରଲାଣ୍ଡ ମଧ୍ୟରେ ହେବା ଥିବା ଦ୍ୱିତୀୟ ମ୍ୟାଚ୍ ମଧ୍ୟ ବର୍ଷ ଯୋଗୁଁ ହୋଇପାରି ନ ଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।