ଟି-ଟ୍ୱେଣ୍ଟି ମହିଳା ବିଶ୍ୱକପ୍‌: ଫାଇନାଲ୍‌ରେ ଅଷ୍ଟ୍ରେଲିଆ-ୱେଷ୍ଟଇଣ୍ଡିଜ୍ ମୁକାବିଲା

ମୁମ୍ବାଇ: ଆଇସିସି ଟି-ଟ୍ୱେଣ୍ଟି ମହିଳା ବିଶ୍ୱକପ୍‌ର ଫାଇନାଲ୍‌ରେ ପ୍ରବେଶ କରିଛି ୱେଷ୍ଟଇଣ୍ଡିଜ୍। ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମ୍‌ରେ ଖେଳା ଯାଇଥିବା ଦ୍ୱିତୀୟ ସେମି ଫାଇନାଲ୍‌ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍ ୬ ରନ୍‌ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଦ୍ୱିତୀୟ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି। ପ୍ରଥମ ଦଳ ଭାବେ ଗତକାଲି ଅଷ୍ଟ୍ରେଲିଆ ଫାଇନାଲ୍‌ରେ ପ୍ରବେଶ କରିଥିଲା। ଆସନ୍ତା ରବିବାର କୋଲକାତାର ଇଡେନ୍ ଗାର୍ଡେନ୍‌ରେ ଅଷ୍ଟ୍ରେଲିଆ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଫାଇନାଲ୍ ମ୍ୟାଚ୍ ଖେଳା ଯିବ। ଆଜି ନ୍ୟୁଜିଲାଣ୍ଡ ଟସ୍ […]

westindies women

westindies women

Rakesh Mallick
  • Published: Thursday, 31 March 2016
  • Updated: 31 March 2016, 01:41 PM IST

Sports

Latest News

west-indies1ମୁମ୍ବାଇ: ଆଇସିସି ଟି-ଟ୍ୱେଣ୍ଟି ମହିଳା ବିଶ୍ୱକପ୍‌ର ଫାଇନାଲ୍‌ରେ ପ୍ରବେଶ କରିଛି ୱେଷ୍ଟଇଣ୍ଡିଜ୍। ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମ୍‌ରେ ଖେଳା ଯାଇଥିବା ଦ୍ୱିତୀୟ ସେମି ଫାଇନାଲ୍‌ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍ ୬ ରନ୍‌ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଦ୍ୱିତୀୟ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି। ପ୍ରଥମ ଦଳ ଭାବେ ଗତକାଲି ଅଷ୍ଟ୍ରେଲିଆ ଫାଇନାଲ୍‌ରେ ପ୍ରବେଶ କରିଥିଲା।

ଆସନ୍ତା ରବିବାର କୋଲକାତାର ଇଡେନ୍ ଗାର୍ଡେନ୍‌ରେ ଅଷ୍ଟ୍ରେଲିଆ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଫାଇନାଲ୍ ମ୍ୟାଚ୍ ଖେଳା ଯିବ।

ଆଜି ନ୍ୟୁଜିଲାଣ୍ଡ ଟସ୍ ଜିତି ୱେଷ୍ଟଇଣ୍ଡିଜ୍‌କୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା। ଦଳ ନିର୍ଦ୍ଧାରିତ ଓଭରରେ ୬ଟି ୱିକେଟ୍ ହରାଇ ୧୪୩ ରନ୍ କରିଥିଲା। ଦଳ ପକ୍ଷରୁ ବି. କୁପର ସର୍ବାଧିକ ୬୧ ରନ୍ (୪୮ ବଲ୍, ୫ ଚୌକା, ୨ ଛକା) କରିଥିଲେ। ଓପନର୍ ମାଥ୍ୟୁସ୍ ଓ ଟେଲର୍ ଯଥାକ୍ରମେ ୧୬ ଓ ୨୫ ରନ୍ କରି ଆଉଟ୍ ହୋଇଯାଇଥିଲେ। ନ୍ୟୁଜିଲାଣ୍ଡ ପକ୍ଷରୁ ଡେଭିନ୍ ୪ଟି ୱିକେଟ୍ ନେଇଥିଲେ।

୧୪୪ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛା କରି ନ୍ୟୁଜିଲାଣ୍ଡ ଦଳ ନିର୍ଦ୍ଧାରିତ ଓଭରରେ ୮ ୱିକେଟ୍ ହରାଇ ୧୩୭ ରନ୍ କରିପାରି ଥିଲା। ଦଳ ପକ୍ଷରୁ ମ୍ୟାକ୍‌ଗ୍ଲାସନ୍ ସର୍ବାଧିକ ୩୮ ରନ୍ କରିଥିବା ବେଳେ ଡେଭିନ୍ ୨୨, ବେଟ୍ସ ୧୨ ଓ ସାଟ୍ଟରଥ୍ୱାଇଟ୍ ଅପରାଜିତ ୨୪ ରନ୍ କରିଥିଲେ।

ୱେଷ୍ଟଇଣ୍ଡିଜ୍ ପକ୍ଷରୁ ଏସ୍‌.ଆର୍ ଟେଲର ସର୍ବାଧିକ ୩ଟି ୱିକେଟ୍ ନେଇଥିଲେ।

୬୧ ରନ୍ କରିଥିବା ୱେଷ୍ଟଇଣ୍ଡିଜ୍‌ର ବି. କୁପରଙ୍କୁ ‘ପ୍ଲେୟର ଅଫ୍ ଦ ମ୍ୟାଚ୍’ ପୁରସ୍କାର ପ୍ରଦାନ କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story