ମୁମ୍ବାଇ: ଆସନ୍ତା ମେ' ୧୪ରୁ ୨୪ ତାରିଖ ପର୍ଯ୍ୟନ୍ତ ୱାଙ୍ଖଡେ ଷ୍ଟାଡିୟମରେ ମୁମ୍ବାଇ ଟି-୨୦ ଲିଗର ଦ୍ୱିତୀୟ ସଂସ୍କରଣ ଅନୁଷ୍ଠିତ ହେବ। ଏଥର ଏହି ସମ୍ମାନଜନକ ଲିଗରେ ଦୁଇ ନୂଆ ଟିମକୁ ସାମିଲ୍ କରାଯାଇଛି।
ଫଳରେ ଟୁର୍ଣ୍ଣାମେଣ୍ଟରେ ଏଥର ମୋଟ ୮ ଟିମ ଭାଗ ନେବେ ବୋଲି ମୁମ୍ବାଇ କ୍ରିକେଟ୍ ଆସୋସିଏସନ୍ (ଏମସିଏ) ପକ୍ଷରୁ ଆନୁଷ୍ଠାନିକ ଭାବେ କୁହାଯାଇଛି। ଏଥର ଭାଗ ନେଉଥିବା ଦୁଇ ନୂଆ ଟିମ୍ ହେଲେ ମୁମ୍ବାଇ ୱେଷ୍ଟର୍ଣ୍ଣ ସବର୍ବସ୍ ଓ ମୁମ୍ବାଇ ଇଷ୍ଟର୍ଣ୍ଣ ସବର୍ବସ୍।
ସୂଚନାଯୋଗ୍ୟ, ପ୍ରଥମ ସଂସ୍କରଣରେ ମୁମ୍ବାଇ ନର୍ଥ ଇଷ୍ଟ ଟାଇଟଲ୍ ଜିତିଥିଲା ଏବଂ ମୁମ୍ବାଇ ରଣଜୀ ଟିମର ଅଲରାଉଣ୍ଡର ଶିବମ ଦୁବେ ପ୍ଲେୟର୍ ଅଫ୍ ଦି ସିରିଜ୍ ବିବେଚିତ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଏନ୍କାଉଣ୍ଟର, ଟଳିଲେ ୩ ଖଲିସ୍ତାନୀ ଆତଙ୍କୀ
ଘଟଣାସ୍ଥଳରୁ ଦୁଇଟି AK-47 ବନ୍ଧୁକ ସହ ଅନ୍ୟ ମାରଣାସ୍ତ୍ର ଜବତ କରିଛି ପୁଲିସ।
Science & Environment
ମହାକାଶରେ ଝୁଡ଼ଙ୍ଗ ମଞ୍ଜି ହେବ ଗଜା
କ୍ରପ୍ ପେଲୋଡ୍ରେ ୮ଟି ଝୁଡ଼ଙ୍ଗ ମଞ୍ଜିକୁ ମହାକାଶକୁ ପଠାଇବ ଇସ୍ରୋ। ସେହିପରି RV ସାଟ୍-1 ପେଲୋଡଡ୍ରେ ମହାକାଶକୁ ଯିବ ମଣିଷ ପାକସ୍ଥଳୀ ଓ ଅନ୍ତନଳୀରେ ରହୁଥିବା ଜୀବାଣୁ।
National
ଫୁଟ୍ପାଥରେ ଶୋଇଥିଲେ ୯ ଜଣ, ମାଡ଼ିଗଲା ଡମ୍ପର୍
ଘଟଣାସ୍ଥଳରେ ହିଁ ୩ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ଛୋଟ ପିଲା ଅଛନ୍ତି। ସେହିପରି ଅନ୍ୟ ୬ ଜଣ ଗୁରୁତର ହୋଇଛନ୍ତି।
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
National
ଏଥର ବି ସାଧାରଣତନ୍ତ୍ର ଦିବସରେ ଦିଶିବନି ଦିଲ୍ଲୀର ପ୍ରଜ୍ଞାପନ ମେଢ଼
ଏହାକୁ ମିଶାଇ ୪ର୍ଥ ଥର ପାଇଁ ଦେଶର ରାଜଧାନୀ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ପ୍ରଦର୍ଶିତ କରିବାକୁ ଅନୁମତି ମିଳିନାହିଁ।